Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ବରଗଡ଼: ‘ନୋ କ୍ଲାସ୍ ନୋ ଫି’ ଦାବିରେ ଜିଲ୍ଲାପାଳଙ୍କୁ ଘେରିଲେ କଲେଜ ଛାତ୍ରଛାତ୍ରୀ
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି :ପଡିଆ ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର ମେଡିକାଲ ଅଫିସରଙ୍କୁ ଗିରଫ କଲା ଭିଜିଲାନ୍ସ
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଝାରସୁଗୁଡା : ଟେଣ୍ଟ ହାଉସ୍ ଗୋଦାମରେ ଅଗ୍ନିକାଣ୍ଡ, ୫୦ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ପୋଡି ଭସ୍ମୀଭୂତ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||
  • କଟକ : ଘରୋଇ ସ୍କୁଲ ଫି’ କମାଇବା ମାମଲା : ଫି’ କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
  • ||

ଗଛରେ ପିଟି ହେଲା ବାଇକ୍: ଜଣେ ମୃତ ଅନ୍ୟ ଜଣେ ଗୁରୁତର

9/07/2020 at 4:33 PM

ବୌଦ୍ଧ୯/୭: ବାଇକ୍ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ। ବୌଦ୍ଧ ଜିଲ୍ଳା ମନମୁଣ୍ଡା ନିକଟସ୍ଥ ନୂଆପାଲିର ୫୭ ନମ୍ବର ଜାତୀୟ ରାଜପଥରେ ଏଭଳି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିଲା। ଭାରସାମ୍ୟ ହରାଇ ଏକ ବାଇକ୍‌ଟି ରାସ୍ତା ପାର୍ଶ୍ବରେ ଥିବା ଗଛରେ ପିଟି ହୋଇ ଦୁର୍ଘଟଣା ଗ୍ରସ୍ତ ହୋଇଛି l  ଯାହାଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି। ଗୁରୁତରଙ୍କୁ ମନମୁଣ୍ଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।

ମିଳିଥିବା ସୂଚନା ମୁତାବକ, ଗୋଟିଏ ବାଇକ୍‌ରେ ଦୁଇଜଣ ସାଙ୍ଗ ହୋଇ ଯାଉଥିଲେ। ହଠାତ୍‌ ବାଇକ୍‌ଟି ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଥିଲା ମୃତକ ଜଣକ ସୁବର୍ଣ୍ଣପୁର ଜିଲ୍ଲାର ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଘଟଣା ସ୍ଥଳରେ ମନମୁଣ୍ଡା ପୋଲିସ ପହଁଞ୍ଚି ମୃତଦେହକୁ ଜବତ କରି ତଦନ୍ତ ଆରମ୍ଭ କରିଛି।

   Related Posts