Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପେଟେଣ୍ଟ ମୁକ୍ତ ହେବ କରୋନା ଭ୍ୟାକସିନ୍‌ ! ଭାରତ ଏବଂ ଦକ୍ଷିଣ ଆଫ୍ରିକା ପ୍ରସ୍ତାବରେ ଆମେରିକାର ସମର୍ଥନ
  • ||
  • କୋଭିଡ୍‌ ସ୍ଥିତିକୁ ନେଇ ନବୀନ୍‌ଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୬୮୫୪ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରେ ହଜାରେ ଟପିଲା ଡିସ୍‌ଚାର୍ଜ
  • ||
  • ନୂଆଦିଲ୍ଲୀ : କରୋନାରେ ପୂର୍ବତନ ରଣଜୀ କ୍ରିକେଟରଙ୍କ ଦେହାନ୍ତ, ଆଇପିଏଲ୍ ଟିମ୍‌ରେ ହୋଇଥିଲେ ମନୋନୀତ
  • ||
  • ରାଇରଙ୍ଗପୁର : ନିଖୋଜ ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ନବରଙ୍ଗପୁର : ଶାଗ ତୋଳିବା ହେଲା କାଳ, ବଜ୍ରପାତରେ ଚାଲିଗଲା ୨ ନାବାଳିକାଙ୍କ ଜୀବନ, ୨ ଆହତ
  • ||
  • ନୀଳଗିରି : ଗଛରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ, ହତ୍ୟା ନା’ ଆତ୍ମହତ୍ୟା ସନ୍ଦେହ
  • ||
  • ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୧୨୧ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦,୫୨୧ ପଜିଟିଭ୍
  • ||

ପ୍ରବଳ ବର୍ଷା ଯୋଗୁଁ ଧୋଇଗଲା ବ୍ରିଜ୍

3/07/2018 at 6:42 AM

ଗଜପତି ଜିଲ୍ଲା ଗୁମ୍ମା ବ୍ଲକ କୁଜାସିଂ ପଞ୍ଚାୟତ ଜଗନ୍ନାଥପୁର ଗାଁ ନିକଟ ବ୍ରିଜ ଧୋଇଯାଇଛି | ବ୍ରିଜ ଧୋଇଯିବାରୁ କୁଜାସିଂ ପଞ୍ଚାୟତକୁ ଯାତାୟତ ସମ୍ପୂର୍ଣ୍ଣ ବିଚ୍ଛିନ୍ନ ହୋଇପଡିଛି | ଆଜି ଭୋରରୁ ଗୁମ୍ମା ବ୍ଲକରେ ପ୍ରବଳ ବର୍ଷା ଲାଗି ରହିଥିଲା | ବର୍ଷା ଯୋଗୁ ବ୍ରିଜଟି ଭୁଶୁଡି ପଡିଥିଲା | ଏହି ସମୟରେ ବ୍ରିଜ ଉପରେ ଯାଉଥିବା ୩ ବାଇକ ଆରୋହୀ ପଡିଯାଇ ଆହତ ହୋଇଥିଲେ | ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି | ଘଟଣାସ୍ଥଳରେ ଉପ-ଜିଲ୍ଲାପାଳ ପହଂଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି |

   Related Posts