Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶର ପ୍ରତ୍ୟେକ ନାଗରିକଙ୍କୁ ମିଳିବ କରୋନା ଟିକା : ପ୍ରଧାନମନ୍ତ୍ରୀ
  • ||
  • ଡକାୟତି ଯୋଜନା ପଣ୍ଡ, ୪ ଡକାୟତଙ୍କୁ ବାନ୍ଧିଲା ପୋଲିସ
  • ||
  • ଅବସରପ୍ରାପ୍ତ ଡିଜିପି ମିଲନ ମହାନ୍ତିଙ୍କ ପରଲୋକ
  • ||
  • ରାଜ୍ୟରେ ବଢୁଛି ଶୀତର ପ୍ରକୋପ, କନ୍ଧମାଳରେ ୧୫ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଅନୁଗୋଳରେ ବିଷାକ୍ତ ମଦ ପିଇ ୪ ଜଣଙ୍କ ମୃତ୍ୟୁ ଘଟଣାରେ ୪ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ
  • ||
  • ରାଜ୍ୟକୁ ପ୍ରଶଂସା କଲା RBI: ଟ୍ବିଟ୍ କରି ଜଣାଇଲେ ମୁଖ୍ୟମନ୍ତ୍ରୀ
  • ||

ଗଜପତିର ଗଙ୍ଗାବାଡ଼ ପଞ୍ଚାୟତରେ ପାହାଡ଼ ଧସିବା ଘଟଣାରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି

14/10/2018 at 11:03 AM

ଗଜପତି ୧୪/୧୦ : ତିତିଲି ବାତ୍ୟାରେ ଗଜପତି ଜିଲ୍ଲା ବାରଘରରେ ପାହାଡ ଧସିବା ଘଟଣାରେ ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି | ଗତକାଲି ରାତିରେ ଆଉ ୨ ଜଣଙ୍କ ମୃତଦେହ ଠାବ ହୋଇଛି | ତେବେ ଠାବ ହୋଇଥିବା ମୃତକଙ୍କ ପରିଚୟ ମିଳିପାରିନାହିଁ | ଘଟଣାର ଆଉ ୩ ଜଣ ନିଖୋଜ ଥିବା ଜଣାପଡିଛି | ପାରଳାଖେମୁଣ୍ଡି ଏସ୍ଡିପିଓ ଠାକୁର ପ୍ରସାଦ ସୂଚନା ଦେଇଛନ୍ତି |

   Related Posts