Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||
  • ବ୍ରିସବେନ୍ ଟେଷ୍ଟ୍ : ପ୍ରଥମ ଦିନରେ ଲାବୁସେନଙ୍କ ଶତକ, କଙ୍ଗାରୁ ଟିମ୍ ୨୭୪/୫
  • ||
  • ଭୁବନେଶ୍ବର: ଗୁରୁତର-ଗର୍ଭବତୀ-ହସ୍ପିଟାଲରେ ଆଡମିଟ୍‌ ବ୍ୟକ୍ତିଙ୍କୁ ଦିଆଯିବ ନାହିଁ ଟିକା, ପରିବାର କଲ୍ୟାଣ ନିର୍ଦ୍ଦେଶକ ଡାକ୍ତର ବିଜୟ ପାଣିଗ୍ରାହୀ
  • ||
  • ଶ୍ରମିକମାନଙ୍କ ସହ ମିଶି ମାଟି ଖୋଳିଲେ ଜିଲ୍ଲା ପ୍ରକଳ୍ପ ନିର୍ଦ୍ଦେଶକ
  • ||
  • ଭୁବନେଶ୍ବର : ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୮ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ଚିଲିକାରେ ଆରମ୍ଭ ହୋଇଛି ଫ୍ଲୋରା ଫୋନା ସର୍ଭେ
  • ||
  • ଯାଜପୁର ଶିଶୁ ନିଖୋଜ ଘଟଣା: ନିଖୋଜ ପିହୁ ପରିବାରକୁ ଭେଟିଲେ ଏସ୍‌ପି ରାହୁଲ ପି.ଆର
  • ||
  • ନକଲି ସାମଗ୍ରୀର ପେଣ୍ଠସ୍ଥଳୀ ପାଲଟିଛି କଟକ, ପୁଣି ଅପମିଶ୍ରିତ ଗୁଣ୍ଡି ଜବତ
  • ||
  • ଗଞ୍ଜାମ: ଅଜଣା ଜନ୍ତୁ ଆତଙ୍କ, ଭୟଭୀତ ଅବସ୍ଥାରେ ସ୍ଥାନୀୟ ଲୋକେ
  • ||

ଶ୍ରୀମନ୍ଦିର ନୀତି ବିଭ୍ରାଟ ପ୍ରସଙ୍ଗରେ ସରକାରଙ୍କୁ ପରୋକ୍ଷରେ ଦାୟୀ କଲେ ଗଜପତି ମହାରାଜା

29/12/2018 at 3:09 PM

ପୁରୀ ୨୯|୧୨: ଶ୍ରୀମନ୍ଦିର ନୀତି ବିଭ୍ରାଟ ପ୍ରସଙ୍ଗରେ ସରକାରଙ୍କୁ ପରୋକ୍ଷରେ ଦାୟୀ କଲେ ଗଜପତି ମହାରାଜା । ବର୍ତ୍ତମାନ ଶାସକଙ୍କ ଯୋଗୁଁ ଧର୍ମ ଅବକ୍ଷୟମୂଖୀ, କାରଣ ସେମାନେ ଧର୍ମ ରକ୍ଷାକୁ ନିଜ ଦାୟିତ୍ବ ବୋଲି  ମାନୁନାହାନ୍ତି ବୋଲି କ୍ଷୋଭର ସହ କହିଛନ୍ତି ଗଜପତି। ଧର୍ମର ପ୍ରଚାର ପ୍ରସାର କିଏ କରିବ? କିଛି ମୁଷ୍ଟିମେୟ ସଂସ୍ଥା ଯୋଗୁଁ ଜଗନ୍ନାଥ ଚେତନା ଦୀପ ପ୍ରଜ୍ଜ୍ଵଳିତ ହୋଇ ରହିଛି ।  ଗଜପତି ମାନେ ଜଗନ୍ନାଥ ମନ୍ଦିର ପରିଚାଳନା ଓ ଧର୍ମକୁ ନିଜର ରାଜଧର୍ମ ପରି ପାଳନ କରୁଥିଲେ । ତେଣୁ ବର୍ତ୍ତମାନ ସରକାର ଶ୍ରୀମନ୍ଦିର ପରିଚାଳନାକୁ ନିଜର  ପ୍ରାଥମିକତା ଯୋଜନାରେ ଅନ୍ତର୍ଭୁକ୍ତ କରିବା ଦରକାର ବୋଲି ଗଜପତି ପ୍ରତିକ୍ରିୟା ଦେଇ କହିଛନ୍ତି ।

   Related Posts