Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ, ୨୩୬ ମୃତ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୯କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୭ କରୋନା ସଂକ୍ରମିତ, ୧୦୪୮୮୮୦ରେ ପହଞ୍ଚିଲା ସଂଖ୍ୟା
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଭିଜିଲାନ୍ସ ଜାଲରେ କନଷ୍ଟେବଳ, ଜବତ ହେଲାଣି ଲକ୍ଷ ଲକ୍ଷ ଟଙ୍କା
  • ||
  • ଓମିକ୍ରନ୍ ନେଇ AIIMS ମୁଖ୍ୟ ଗୁଲେରିଆ ଦେଲେ ଚେତାବନୀ, କହିଲେ ନୂଆ ଭାରିଆଣ୍ଟ ଭାକସିନକୁ ଦେଇପାରେ ଚକମା
  • ||
  • ଡ୍ୟାମରେ ଭାସୁଛି ଯୁବକଙ୍କ ମୃତଦେହ, ଗାଧୋଇଲା ବେଳେ ବୁଡି ଯାଇଥିଲେ
  • ||
  • ଦକ୍ଷିଣ ଆଫ୍ରିକାରୁ ମହାରାଷ୍ଟ୍ର ଫେରିଥିବା ବ୍ୟକ୍ତି କୋଭିଡ ପଜିଟିଭ୍: ଆଇସୋଲେସନରେ ସଂକ୍ରମିତ, ଓମିକ୍ରନ୍ ନେଇ ଆଲର୍ଟ
  • ||

ଲଘୁଚାପ ପ୍ରଭାବରେ ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ପ୍ରଶାସନିକ ଅଧିକାରୀଙ୍କ ସହ ଆଲୋଚନା କଲେ ଜିଲ୍ଲାପାଳ

17/10/2020 at 8:58 PM

ଗଜପତି, ୧୭ ।୧୦:   ବଙ୍ଗୋପସାଗରରେ ସୃଷ୍ଟିହେଉଥିବା ଲଘୁଚାପ  ପ୍ରଭାବରେ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଏସଆରସିଙ୍କ କାର୍ଯ୍ୟଳୟରୁ ନିର୍ଦେଶକ୍ରମେ ଗଜପତି ଜିଲାର ଜିଲାପାଳ  ଅନୁପମ ସାହା ସମସ୍ତ ପ୍ରଶାସନିକ ଅଧିକାରୀଙ୍କୁ ନେଇ ଏକ ଜରୁରୀ ବୈଠକ କରିଛନ୍ତି ।

ବୈଠକରେ ବିଭିନ୍ନ ସମସ୍ତ ପ୍ରସ୍ତୁତି ବାବଦରେ ଆଲୋଚନା ହୋଇଛି।  ଏହାସହ ଜିଲାର ସମସ୍ତ ଭୁସ୍ଖଳନ ସମ୍ଭାବ୍ୟ ଅଞ୍ଚଳ ଗୁଡିକର ଲୋକଙ୍କୁ ସୁରକ୍ଷିତ ବାତ୍ୟା ଆଶ୍ରୟ ସ୍ଥଳୀ,ଅଙ୍ଗନବାଡି, ନିକଟସ୍ତ ସ୍କୁଲଗୃହ ଗୁଡିକୁ ଯଥା ଶୀଘ୍ର ସ୍ଥାନାନ୍ତର ଉପରେ ଗୁରୁତ୍ୱ ଦିଆଯାଇଛି ।

ଏହାସହ ଡ଼ାକବାଜି ଯନ୍ତ୍ର ସାହାଯ୍ୟରେ ସମସ୍ତ ପଂଚାୟତରେ ଲୋକଙ୍କୁ ସଚେତନ କରାଯିବା ପାଇଁ ଜିଲାପାଳ ସରକାରୀ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏପରିକି ସମସ୍ତ ପଞ୍ଚାୟତ କାର୍ଯ୍ୟାଳୟରେ ଖାଦ୍ୟ ପଦାର୍ଥ ମହଜୁଦ ରଖିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।

   Related Posts