Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆଞ୍ଜେଲା ମାର୍କେଲଙ୍କ ଯୁଗ ଶେଷ ! ଜର୍ମାନ ନିର୍ବାଚନରେ ଖୁବ୍ କମ ଭୋଟରେ ହାରିଲା ମାର୍କେଲଙ୍କ ପାର୍ଟି, କ୍ଷମତା ଡୋର ସୋସିଆଲ ଡେମୋକ୍ରାଟ୍ସଙ୍କ ହାତକୁ ଯିବ
  • ||
  • ଭୁବନେଶ୍ବର : ‘ଗୁଲାବ’ ପ୍ରଭାବରେ ରାଜ୍ୟର ହୋଇନି ବେଶୀ ପବନ, କୋରାପୁଟ ଓ ମାଲକାନଗିରି ଜିଲ୍ଲାର ଗୋଟିଏ ଗୋଟିଏ ବ୍ଲକ୍‌ରେ ଅଧିକ ବର୍ଷା : SRC
  • ||
  • କାଲିମେଳା : ରାସ୍ତାରେ ଚାଲୁଛି ୨ରୁ ୩ଫୁଟ ବର୍ଷାଜଳ, ଉଭୟ ପାର୍ଶ୍ବରେ ଅଟକିଛି ଯାନବାହାନ
  • ||
  • ମୋହନା : ଗଜପତିରେ ପ୍ରଭାବ ପକାଇଲା ‘ଗୁଲାବ’, ବିଭିନ୍ନ ସ୍ଥାନରେ ଗଛ ପଡି ରାସ୍ତା ଅବରୋଧ
  • ||
  • ଆଇପିଏଲ ୨୦୨୧ : ୪୦ ତମ ଲିଗ୍‌ ମୁକାବିଲାରେ ମୁହାଁମୁହିଁ ହେବେ ହାଇଦ୍ରାବାଦ ଓ ରାଜସ୍ଥାନ
  • ||
  • କେନ୍ଦୁଝର : ବଣୁଆ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ, ମଞ୍ଚାରୁ ଓହ୍ଲାଇ ଘରକୁ ଯିବାବେଳେ ଆକ୍ରମଣର ଶିକାର
  • ||
  • ଜୟପୁର : ଲଗାଣ ବର୍ଷା ଯୋଗୁଁ ଧସିଲା ମାଟି ଅତଡା, ଜାତୀୟ ରାଜପଥ ଅବରୋଧ
  • ||
  • ଭୁବନେଶ୍ବର : ବାତ୍ୟାରୁ ଗଭୀର ଅବପାତର ରୂପ ନେଲା ‘ଗୁଲାବ’, ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଲାଗି ରହିଛି ବର୍ଷା
  • ||
  • କୋରାପୁଟ : କୋରାପୁଟ ଜିଲ୍ଲାରେ ‘ଗୁଲାବ’ ପ୍ରଭାବ : ଭାଙ୍ଗିଲା ଘର, ଗଛ ପଡି ରାସ୍ତା ଅବରୋଧ
  • ||
  • ବୈତରଣୀ ପଠାରେ ଚରୁଥିଲେ ମଇଁଷି, ପାଣି ଭିତରକୁ ଟାଣିନେଲା କୁମ୍ଭୀର : ଦେଖନ୍ତୁ ଭିଡିଓ
  • ||

ସମ୍ବଲପୁରରେ ଗଣେଶ ପୂଜା ବ୍ୟାନ୍

20/08/2020 at 6:10 PM

ସମ୍ବଲପୁର୨୦/୮: ସମ୍ବଲପୁରରେ ଗଣେଷ ପୂଜା ଉପରେ ଲାଗିଲା କଟଣା। କଟକଣା ଲଗାଇଲେ ସମ୍ବଲପୁର ଜିଲ୍ଲାପାଳ । ସର୍ବସାଧାରଣ, ପୂଜା ମଣ୍ଡପ, କ୍ଲବ ଘର, କୌଣସ ଶିକ୍ଷାନୁଷ୍ଠାନ ଆଦି ସ୍ଥାନରେ ଗଣେଷ ପୂଜାକୁ ବ୍ୟାନ କଲେ ଜିଲ୍ଲାପାଳ। କରୋନା ମହାମାରୀକୁ ଆଖି ଆଗରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି। ତେବେ ଜାରି ହୋଇଥିବା ଗାଇଡଲାଇନ ଉଲଂଘନ କରି ଯଦି ଗଣେଷ ପୂଜା କରାଯାଏ ତେବେ ରାଜ୍ୟ ବିପର୍ଯ୍ୟୟ ପରିଚାଳନ ଆକ୍ଟ ୨୦୦୫ର ଧାରା ୫୧ ଓ ୬୦ ଅନୁସାରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଗାଇଡ୍ ଲାଇନ ଉଲ୍ଲେଖ ରହିଛି। ଏହା ସହ ଆଇପିସିର ଧାରା ୧୮୮ ଅନୁସାରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସ୍ବଷ୍ଟ କରାଯାଇଛି |

   Related Posts