Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ନାବାଳିକା ଗଣଦୁଷ୍କର୍ମ ଘଟଣାରେ ଚାର୍ଜସିଟ୍ ଦାଖଲ କଲା ପୁରୀ ପୋଲିସ୍‌

24/12/2019 at 8:57 PM

ପୁରୀ୨୪/୧୨: ନାବାଳିକା ଗଣଦୁଷ୍କର୍ମ ଘଟଣାରେ ଚାର୍ଜସିଟ୍ ଦାଖଲ । ନିର୍ଦ୍ଧାରିତ ୨୦ ଦିନରେ ଚାର୍ଜସିଟ୍ ଦାଖଲ କରିଛି ପୁରୀ ପୋଲିସ । ମୁଖ୍ୟ ଅଭିଯୁକ୍ତ ବହିଷ୍କୃତ କନଷ୍ଟେବଳ ଜିତେନ୍ଦ୍ର କୁମାର ସେଠୀ ସହ ତାର ସହଯୋଗୀ ରାଜେଶ କୁମାର ସେଠୀ, ସି.ଆର୍.ପି.ଏଫ୍ ଯବାନ ବୁଲୁ ବାରିକ, ରାମଚନ୍ଦ୍ର ପ୍ରଧାନ, ରଣଜିତ ପରିଡ଼ା ଓ ତା ସ୍ତ୍ରୀ ସୌମ୍ୟା ସେଫାଳି ପରିଡ଼ାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କରାଯାଇଛି ।

ମାମଲାର ଶୁଣାଣି ଫାଷ୍ଟଟ୍ରାକ୍ କୋର୍ଟରେ କରାଯିବ । ଗତ ୨ ତାରିଖରେ ଝାଡ଼େଶ୍ୱରୀ ମନ୍ଦିର ନିକଟ ପୋଲିସ କ୍ୱାଟରରେ ଜଣେ ନାବାଳିକା ସହ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଥିଲା । ମାମଲାର ତ୍ୱରିତ ତଦନ୍ତ କରି ପୋଲିସ ଘଟଣାରେ ସଂପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ଆବଶ୍ୟକ ତଥ୍ୟ ପ୍ରମାଣ ସଂଗ୍ରହ କରିଥିଲା ।

   Related Posts