Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କରୋନା ନେଲା ଆଉ ୨୨ଜଣଙ୍କ ଜୀବନ, ୨୨୭୩ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୨ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୨୩୯୦ ପଜିଟିଭ୍
  • ||
  • ନିରାଡମ୍ବର ଭାବେ ପାଳିତ ହେଉଛି ଇଦ୍-ଉଲ-ଫିତର, ଇଦଗାହରେ ହେବନାହିଁ ସାମୂହିକ ନମାଜ ପାଠ
  • ||
  • କମିବ କାଳବୈଶାଖି ପ୍ରଭାବ, ବଢିବ ଗୁଳୁଗୁଳି
  • ||
  • ଲଭ ୟୁ ଜିନ୍ଦେଗୀ ନୁହେଁ, ରୁଠ୍ ଗୟି ଜିନ୍ଦେଗୀ….ହସି ହସି ମହାମାରୀ ସହ ଲଢି ଲଢି ଚାଲିଗଲେ ୩୦ ବର୍ଷୀୟ ମହିଳା
  • ||

ବୀଭତ୍ସ ହତ୍ୟା, ମହିଳାଙ୍କୁ ଗଣ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ

9/08/2018 at 8:44 PM

ବୀଭତ୍ସ ହତ୍ୟା । ଗଛରେ ବନ୍ଧା ହୋଇଛି ମହିଳାଙ୍କ ଉଲଗ୍ନ ମୃତଦେହ । ଟିଟଲାଗଡ଼ ସାତବହନୀ ଜଙ୍ଗଲରେ ଘଟିଛି ଏଭଳି ବର୍ବରୋଚିତ ହତ୍ୟାକାଣ୍ଡ । ମହିଳାଙ୍କୁ ଗଣ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି ।

   Related Posts