Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୋଖରୀରୁ ମିଳିଲା ନିଖୋଜ ଶିଶୁକନ୍ୟାର ମୃତଦେହ, ହତ୍ୟା ସନ୍ଦେହ
  • ||
  • ଶିକାରୀ ଗିରଫ, ୬ ମୃତ ବିଦେଶୀ ପକ୍ଷୀ ଜବତ
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୭କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୯୧ କରୋନା ସଂକ୍ରମିତ, ୧୦୪୮୬୮୩ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୬୨୧ ମୃତ
  • ||
  • ମଝି ସମୁଦ୍ରରେ ଦୁର୍ଘଟଣା, ଧକ୍କା ହେଲା ୨ ଜାହାଜ
  • ||
  • ବାତ୍ୟାର ରୂପ ନେବ ଲଘୁଚାପ ! ଅନୁମାନ ଲଗାଇଲାଣି ଆଇଏମଡି, ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ବାଘ ଗଣନା ବେଳେ ମିଳିଲା ମୃତଦେହ, ହତ୍ୟା ନା ଆତ୍ମହତ୍ୟା !
  • ||
  • ଶୀତ ଅଧିବେଶନ ପୂର୍ବରୁ ରବିବାର ସର୍ବଦଳୀୟ ବୈଠକ, ବିରୋଧିଙ୍କ ସହ କଥା ହେବେ ପ୍ରଧାନମନ୍ତ୍ରୀ
  • ||

ଓଡିଶାର ଗାଙ୍ଗପୁର ଥାନାକୁ ଦେଶର ଶ୍ରେଷ୍ଠ ଥାନା ମାନ୍ୟତା, ଆସନ୍ତା ୧୯ରେ ପୁରସ୍କୃତ କରିବେ ଗୃହମନ୍ତ୍ରୀ ଅମିତ ଶାହା

11/11/2021 at 7:06 PM

ଭୁବନେଶ୍ବର ୧୧/୧୧ : ଗଞ୍ଜାମ ଜିଲ୍ଲାର ଗାଙ୍ଗପୁର ଥାନା ଦେଶର ଶ୍ରେଷ୍ଠ ଥାନା ଭାବେ ବିବେଚିତ ହୋଇଛି । ଦେଶର ୩ ଶ୍ରେଷ୍ଠ ଥାନା ମଧ୍ୟରେ ରହିଛି ଓଡିଶାର ଗାଙ୍ଗପୁର ଥାନା । ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ଏକ ବିଜ୍ଞପ୍ତି ଜରିଆରେ ସୂଚନା ଦିଆଯାଇଛି । ଆସନ୍ତା ୧୯ ତାରିଖରେ ଗାଙ୍ଗପୁର ଥାନାର IICଙ୍କୁ ପୁରସ୍କୃତ କରାଯିବା ନେଇ ସୂଚନା ମିଳିଛି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଗାଙ୍ଗପୁର ଥାନା ଅଧିକାରୀଙ୍କୁ ପୁରସ୍କୃତ କରିବେ । ଅପରାଧ ମୁକାବିଲା ତଥା ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ପ୍ରଦର୍ଶନ ପାଇଁ ଏହି ଥାନାକୁ ଶ୍ରେଷ୍ଠ ଭାବେ ମାନ୍ୟତା ମିଳିଛି ।

   Related Posts