Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମାକ୍ଷାନଗର : ସୁନ୍ଦରମୁଣ୍ଡି ଜଙ୍ଗଲରେ ଲାଗିଲା ନିଆଁ, ମୂଲ୍ୟବାନ ଗଛ ପୋଡି ପାଉଁଶ
  • ||
  • କୁଚିଣ୍ଡା : ଭଡାଘରେ ଚାଲିଥିଲା ସେକ୍ସ ରାକେଟ୍, ମହିଳା ସହ ୨ ଯୁବକଙ୍କୁ ଗିରଫ କଲା ପୋଲିସ
  • ||
  • ମୁନିଗୁଡା : ଆଶ୍ରମ ବିଦ୍ୟାଳୟ ହଷ୍ଟେଲରେ ୯ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅବହେଳା ଅଭିଯୋଗ ଆଣିଲେ ପରିବାର
  • ||
  • ଆର୍.ଉଦୟଗିରି : ଉପକାରାଗାରରୁ ୨ ବିଚାରାଧୀନ କଏଦୀ ଫେରାର, ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଜେଲ୍‌ରେ ଥିଲେ
  • ||
  • ଚୌଦ୍ବାର : ଚାରବାଟିଆ ଏଆରସିରେ ପୁଣି ଅଗ୍ନିକାଣ୍ଡ, ନିଆଁ ଲିଭା କାର୍ଯ୍ୟରେ ଲାଗିଛି ୬ଟି ଦମକଳ ଗାଡି
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ସମ୍ବଲପୁର : ଭିସୁଟ୍‌ର ୨୫ ଛାତ୍ରଛାତ୍ରୀ କରୋନା ଆକ୍ରାନ୍ତ, ସସପେଣ୍ଡ ହେଲା ପ୍ରଥମ ବର୍ଷ ଛାତ୍ରଛାତ୍ରୀଙ୍କ କ୍ଲାସ୍
  • ||
  • ନୀଳଗିରି : ଛିଣ୍ଡି ପଡିଲା ୧୧କେଭି ବିଦ୍ୟୁତ୍ ତାର, ଅଳ୍ପକେ ବର୍ତିଲେ ଗ୍ରାମବାସୀ
  • ||
  • ଭୁବନେଶ୍ବର : ମାର୍ଚ୍ଚ ପହିଲାରୁ ବରିଷ୍ଠ ନାଗରିକଙ୍କୁ ଟିକା, ୧୨ଟି ସରକାରୀ ଓ ୧୦ଟି ଘରୋଇ ହସ୍ପିଟାଲରେ ଟିକାଦାନ
  • ||
  • ଋଷିକୁଲ୍ୟା ନଦୀପଠାରୁ ଆନ୍ଧ୍ରକୁ ବାଲି ଚାଲାଣ ଘଟଣା : ୭ଟି ବାଲି ବୋଝେଇ ଟ୍ରକ୍ ଜବତ କଲା ପୋଲିସ
  • ||

ଗ୍ୟାଙ୍ଗଷ୍ଟାର ଟିଟୋ ଏବେ ଜେଲରେ

11/08/2018 at 4:32 PM

ଗ୍ୟାଙ୍ଗଷ୍ଟାର ଟିଟୋ ଏବେ ଜେଲର ଚାରିକାନ୍ଥ ଭିତରେ । ତା ନାଁରେ ଅନେକ ଅପରାଧିକ ମାମଲା । ଆଉ ଗୋଟିଏ ପରେ ଗୋଟିଏ ମାମଲାକୁ ପ୍ରମାଣିତ କରାଇବାକୁ ଲାଗିପଡିଛି ତଦନ୍ତକାରୀ ଟିମ୍ । ଶୁକ୍ରବାର ଟିଟୋ ନାଁରେ ଥିବା ଦୁଇଟି ମାମଲାରେ ସାକ୍ଷୀ ମାନଙ୍କର ୧୬୪ ଧାରାରେ ବୟାନ ରେକର୍ଡ କରାଯାଇଛି ।ଗ୍ୟାଙ୍ଗଷ୍ଟର ଟିଟୋ ପାଇଁ ବଢ଼ୁଛି ଅଡୁଆ । ଗୋଟିଏ ପରେ ଗୋଟିଏ ମାମଲାରେ ଦୋଷୀ ସାବସ୍ତ୍ୟ କରିବାକୁ ସମସ୍ତ ସାକ୍ଷୀଙ୍କୁ ଏକାଠି କରୁଛି କ୍ରାଇମବ୍ରାଞ୍ଚର ଏସଟିଏଫ ଟିମ୍ । ଶୁକ୍ରବାର କେନ୍ଦ୍ରାପଡା ଏସଡିଜେଏମ କୋର୍ଟରେ ଦୁଇଟି ମାମଲାରେ ସାକ୍ଷୀଙ୍କର ୧୬୪ ଧାରାରେ ସାକ୍ଷ୍ୟ ଗ୍ରହଣ କରାଯାଇଛି। ମାର୍ଶାଘାଇ ଥାନା ଅନ୍ତର୍ଗତ ତିଖିରି ଗାଁର ରାଜକିଶୋର ବେହେରା ହତ୍ୟାକାଣ୍ଡ ମାମଲାରେ ଅନେକ ସାକ୍ଷୀଙ୍କର ୧୬୪ ଧାରାରେ ବୟାନ ରେକର୍ଡ କରାଯାଇଛି । ସେହିଭଳି ରାଜନଗର ଠାରେ ପ୍ରେମାନନ୍ଦ ଲେଙ୍କାଙ୍କୁ ୭୦ ଲକ୍ଷ ଦାଦାବଟି ମାଗିବା ଘଟଣାରେ ମଧ୍ୟ ସାକ୍ଷୀମାନଙ୍କର ବୟାନ ରେକର୍ଡ କରାଯାଇଛି ।

   Related Posts