Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜଧାନୀ ନାଳରୁ ଛାତ୍ର ନିଖୋଜ ଘଟଣା, ୧୮ଘଣ୍ଟା ପରେ ମିଳିଲା ଜ୍ୟୋତିଙ୍କ ମୃତଦେହ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୬ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୧୦ କୋଭିଡ୍ ପଜିଟିଭ୍
  • ||
  • ବାରବାଟୀରେ ଭାରତ-ଓ୍ୱେଷ୍ଟଇଣ୍ଡିଜ୍ ଟି୨୦ ! ବିସିସିଆଇ ଆପେକ୍ସ ବୈଠକରେ ଲାଗିପାରେ ମୋହର
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩୦ ହଜାରରୁ ଅଧିକ କରୋନା ପଜିଟିଭ୍, ୨୯୬ ମୃତ
  • ||
  • ଭିସୁଟର କୂଳପତି ସମେତ ୨ଛାତ୍ର କୋଭିଡ଼ ପଜିଟିଭ, ସଂଗରୋଧରେ ସମସ୍ତେ
  • ||
  • ବିଦ୍ୟାଭାରତୀଙ୍କର ମିଛଧରା ପରୀକ୍ଷା ଆଜି, ବାହାରିବ କି ସତ ?
  • ||
  • ରାଜଧାନୀ ନାଳରେ ନାବାଳକ ଭାସିଯିବା ଘଟଣା : ଏବେସୁଦ୍ଧା ମିଳିନି ପତ୍ତା, ଉଦ୍ଧାରକାର୍ଯ୍ୟ ଜାରି
  • ||

ଆଜି ସରୁଛି ଗ୍ୟାଙ୍ଗଷ୍ଟର ଟିଟୋର ରିମାଣ୍ଡ ଅବଧି

2/08/2018 at 6:00 AM

ଆଜି ସରୁଛି ଗ୍ୟାଙ୍ଗଷ୍ଟର ଟିଟୋର ରିମାଣ୍ଡ ଅବଧି | ଗତ ୩୦ ତାରିଖରେ ଟିଟୋକୁ ୪ ଦିନିଆ ରିମାଣ୍ଡରେ ନେଇଥିଲା ଏସଟିଏଫ | ଆଜି ରିମାଣ୍ଡ ଅବଧି ସରୁଥିବାରୁ ତାକୁ କେନ୍ଦ୍ରାପଡା ଏସଡିଜେଏମଙ୍କ କୋର୍ଟରେ ହାଜର କରାଯିବ | ପଚରାଉଚୁରା ସମୟରେ ପୋଲିସକୁ ଅନେକ ଗୁରୁତ୍ୱପୂର୍ଣ ତଥ୍ୟ ମିଳିଛି | ସେହି ତଥ୍ୟ ଆଧାରରେ ଗତକାଲି ଟିଟୋର ଘନିଷ୍ଠ ସହଯୋଗୀ ମାଛୁକୁ ଗିରଫ କରିଛି ଏସ୍ଟିଏଫର ସ୍ପେଶାଲ ସ୍କ୍ୱାର୍ଡ | ମାଛୁ ମିଶାଇ ଟିଟୋର ୧୫ ସହଯୋଗୀ ଏବେ ପୋଲିସ ପଞ୍ଝାରେ |

   Related Posts