Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ଷଣ୍ଢକୁ ଧକ୍କା ଦେବା ପରେ ହୁତୁ ହୁତୁ ହୋଇ ଜଳିଲା କାର୍, ଅଳ୍ପକେ ବର୍ତ୍ତିଲେ ୪ ଜଣ
  • ||
  • ଭୁବନେଶ୍ବର : ‘ପରୀ’ ହତ୍ୟାକାରୀକୁ ଧରାଇଦେଲେ ମିଳିବ ଲକ୍ଷେ ଟଙ୍କା
  • ||
  • ନୟାଗଡ : ଘର ବାଡିପଟୁ ମିଳିଲା ବୃଦ୍ଧଙ୍କ ମୃତଦେହ, ମୁଣ୍ଡ ଏବଂ ମୁହଁରେ ରହିଛି କ୍ଷତଚିହ୍ନ, ହତ୍ୟା ସନ୍ଦେହ
  • ||
  • ଯାଜପୁର : ଭୟାବହ ଅଗ୍ନିକାଣ୍ଡ, ୧୨ ବଖରା ଘର ସହ ଜଳିଗଲା ଲକ୍ଷାଧିକ ଟଙ୍କାର ସୁନା ଗହଣା
  • ||
  • ଢେଙ୍କାନାଳ : ବାଇକ୍‌କୁ ଧକ୍କା ଦେଲା କାର୍, ଆରୋହୀ ପିଟିହେଲେ ଟ୍ରକ୍‌ରେ, ଚାଲିଗଲା ଜୀବନ
  • ||
  • ନିଆଳି : ଭାରସାମ୍ୟ ହରାଇ ନାଳକୁ ଖସିପଡିଲା ଟ୍ରକ୍ : ଜଣେ ମୃତ, ଦୁଇ ଗୁରୁତର
  • ||
  • ମୁନିଗୁଡା : ଅପରେସନ୍ ଗ୍ରୀନ୍ କ୍ଲିନ୍, ୫ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ
  • ||
  • ଢେଙ୍କାନାଳ : ଚାଷୀଙ୍କୁ କଚାଡି ମାରିଲା ଦନ୍ତା, କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକଙ୍କ ରାସ୍ତା ଅବରୋଧ
  • ||
  • ହରିୟାଣାର ସ୍ୱାସ୍ଥ୍ୟ ମନ୍ତ୍ରୀ କୋରୋନା ପଜିଟିଭ୍‌ ଚିହ୍ନଟ, ‘କୋଭାକ୍ସିନ୍‌’ର ପରୀକ୍ଷାମୂଳକ ଟିକା ନେଇଥିଲେ ଅନିଲ ଭିଜ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୬୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||

ଗ୍ୟାଙ୍ଗଷ୍ଟର ଟିଟୋର ନୂଆ ଠିକଣା ଝାରପଡା ଜେଲ୍

19/04/2019 at 12:56 PM

ଭୁବନେଶ୍ବର ୧୯|୪:  ଗ୍ୟାଙ୍ଗଷ୍ଟର ଟିଟୋକୁ ଝାରପଡା ଜେଲକୁ ସ୍ଥାନାନ୍ତର କରାଯାଇଛି । କେନ୍ଦ୍ରାପଡା ଜେଲରୁ ଆଜି ଟିଟୋକୁ ଭୁବନେଶ୍ବର ଝାରପଡାକୁ ଅଣାଯାଇଛି । ତେବେ କେଉଁ କାରଣରୁ ଟିଟୋକୁ ହଠାତ୍ ସ୍ଥାନାନ୍ତରିତ କରାଗଲା ସେ ନେଇ କୌଣସି ସ୍ପଷ୍ଟ ସୂଚନା ନଥିବା ଝାରପଡା ଜେଲ୍ କର୍ତ୍ତୃପକ୍ଷ କହିଛନ୍ତି । ତେବେ ପୂର୍ବରୁ ଟିଟୋ ଜେଲରେ ରହି କେନ୍ଦ୍ରାପଡା ରାଜନୀତିକୁ ପ୍ରଭାବିତ କରୁଥିବା ନେଇ ଅଭିଯୋଗ ହୋଇ ଆସୁଥିଲା । ସେ ଜେଲରେ ଥିବାବେଳେ ସଂଖ୍ୟାଲଘୁ ଭୋଟରଙ୍କୁ ପ୍ରଭାବିତ କରୁଥିବା ସୂଚନା ମିଳୁଥିଲା । ଟିଟୋର ଭାଇ, ପରିବାର ବର୍ଗ ଓ ସମ୍ପର୍କୀୟ ଏବେ ଟିଟୋ ଇସାରାରେ କାମ କରୁଥିବା ବେଳେ ଆଗାମୀ ନିର୍ବାଚନରେ ତାର ଭୂମିକା ନେଇ ପ୍ରଶ୍ନ ଉଠିଥିଲା

   Related Posts