Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

୯୦ ଲକ୍ଷ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କଲା ଅବକାରୀ ବିଭାଗ

12/12/2020 at 9:27 AM

ଅନୁଗୋଳ, ୧୨|୧୨:  ପୁଣି ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ଅନୁଗୋଳ ଜିଲ୍ଲା କଣଲୋଇ ଅଞ୍ଚଳରୁ ପାଖାପାଖି ଗୋଟିଏ  ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କରିଛି ଅବକାରୀ ବିଭାଗ।

ଶନିବାର ଅନୁଗୋଳ ଅବକାରୀ ବିଭାଗକୁ ବଡ଼ ସଫଳତା ମିଳିଛି। ବହୁ ପରିମାଣର ଗଜେଇ ଗଛ କାଟି ନିଆଁ ଲଗାଇ ନଷ୍ଟ କରିଛି ବିଭାଗ। ପ୍ରାୟ କୋଟିଏ ଟଙ୍କା ପାଖାପାଖି ଗଞ୍ଜେଇ ଗଛ ନଷ୍ଟ କରାଯାଇଥିବା ସୂଚନା ମିଳିଛି ।

ସୂଚନା ଅନୁସାରେ, ଛେଣ୍ଡିପଦା କଣଲୋଇ ଜଙ୍ଗଲରେ ୨ ଏକର ୨୫ ଡ଼ିସିମିଲ ଜାଗାରେ ପ୍ରାୟ ୯୦୦୦ ଗଞ୍ଜେଇ ଗଛକୁ ଅବକାରୀ ବିଭାଗ କାଟିଛି । ଯାହାର ଆନୁମାନିକ ମୂଲ୍ୟ ୯୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଇଛି ।ଏହି ଚଢ଼ାଉରେ  ଅନଗୁଳ ଅବକାରୀ ବିଭାଗ, ବାଗଡ଼ିଆ ପୋଲିସ ଆଉ ଛେଣ୍ଡିପଦା ରେଞ୍ଜର ଉପସ୍ଥିତ ଥିଲେ ।

   Related Posts