Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||
  • ବିରାଟ ବାହିନୀ ଚିତ୍‌ପଟାଙ୍ଗ, ଭାରତକୁ ୫୧ ରନରେ ହରାଇ ସିରିଜ୍ ହାତେଇଲା ଅଷ୍ଟ୍ରେଲିଆ
  • ||
  • କାର୍ତ୍ତିକ ପୂର୍ଣ୍ଣିମାରେ ପବିତ୍ର ଗଙ୍ଗା ସ୍ନାନକୁ ନେଇ ଦୁଇ ଦିନ ପାଇଁ ହରିଦ୍ୱାର ସୀମା ସିଲ୍
  • ||
  • ହାଡଭଙ୍ଗା ଶୀତ ଯୋଗୁଁ ମନାଲିରେ ଜଣକର ମୃତ୍ୟୁ, ଜିରୋ ଡିଗ୍ରୀ ତଳକୁ ଖସିଲା ପାରଦ
  • ||
  • ଡାଲିରେ ୧୫ ଟଙ୍କା ରିହାତି ଦେବେ ସରକାର
  • ||
  • ଭୁବନେଶ୍ୱର : କମିଲା କୋଭିଡ୍ ମୃତ୍ୟୁ ସଂଖ୍ୟା : ଗତ ୨୪ ଘଣ୍ଟାରେ ଯାଇଛି ୪ ମୁଣ୍ଡ, ୧୭୩୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୫୧୮ କରୋନା ସଂକ୍ରମିତ, ୩୧୮୩୦୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ସୋର : ଡକାୟତ ଗ୍ୟାଙ୍ଗ୍ ଓ ଗ୍ରାମବାସୀଙ୍କ ମଧ୍ୟରେ ଖଣ୍ଡ ଯୁଦ୍ଧ : ୪ ଗୁରୁତର, ଜଣେ ଗିରଫ
  • ||
  • ନୂଆଦିଲ୍ଲୀ : ଭାରତରେ କମୁଛି ସଂକ୍ରମଣ, ଗତ ୨୪ଘଣ୍ଟାରେ ୪୧୮୧୦ କରୋନା ଆକ୍ରାନ୍ତ ଚିହ୍ନଟ
  • ||
  • ଉଦଳା : ଜମିବାଡି ବିବାଦକୁ କେନ୍ଦ୍ରକରି ଡବଲ ମର୍ଡର ! ସଂମ୍ପର୍କୀୟ ଭାଇ ଓ ପୁତୁରାକୁ ହତ୍ୟା କଲା ଭାଇ
  • ||

୧୨ କୋଟି ୫୦ ଲକ୍ଷ ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ, ୬୦ ଏକର ଜମିରେ ହୋଇଥିଲା ଚାଷ

18/11/2020 at 8:14 AM

ମୋହନା ୧୮।୧୧ : ୬୦ଏକର ଜମିରୁ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ଯାହାର ଆନୁମାନିକ ମୁଲ୍ୟ ୧୨ କୋଟି ୫୦ଲକ୍ଷ ଟଙ୍କା ହେବ ବୋଲି ଅନୁମାନ କରାଯାଉଛି । ଗଜପତି ଜିଲ୍ଲା ଆର୍‌.ଉଦୟଗିରି ଥାନା ଅନୁଗୁର ପଞ୍ଚାୟତ ଟିଲିକର ଗାଁ ନିକଟରେ  ଗଞ୍ଜେଇ ଗଛ ନଷ୍ଟ କରାଯାଇଛି ।

ଖବର ଅନୁଯାୟୀ, ଉକ୍ତ ଗାଁରେ ଗଞ୍ଜେଇ ଚାଷ ନେଇ ପୋଲିସ ଓ ଅବକାରୀ ବିଭାଗକୁ ଖବର ମିଳିଥିଲା । ଯାହାପରେ ଆକ୍ସନ ମୋଡ଼ରେ ଆସିଛି ଅବକାରୀ ବିଭାଗ ଓ ପୋଲିସ । ଟିଲିକର ଗାଁରେ ଅବକାରୀ ବିଭାଗ ଓ ପୋଲିସର ଏକ ଟିମ୍ ଚଢାଉ କରି ୧୨ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ ହୋଇଛି ।  ଆର.ଉଦୟଗିରି ଥାନା ଟିଲିକର ଗାଁ ନିକଟସ୍ଥ ୬୦ ଏକର ଜମିରେ ଗଞ୍ଜେଇ ଚାଷ ହୋଇଥିଲା । ଯାହାକୁ ପୋଡି ନଷ୍ଟ କରାଯାଇଛି ।

   Related Posts