Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିସିସିଆଇର ଘୋଷଣା-ଫେବୃଆରୀ ୧୮ରେ ଚେନ୍ନାଇରେ ହେବ ଆଇପିଏଲ ୨୦୨୧ ପାଇଁ ଖେଳାଳିଙ୍କ ନିଲାମୀ
  • ||
  • ଭୁବନେଶ୍ବର : ‘ପରୀକ୍ଷା ଦର୍ପଣ’ ପୁସ୍ତକ ଉନ୍ମୋଚିତ, ମାଟ୍ରିକ୍ ପରୀକ୍ଷାର୍ଥୀ ହେବେ ଉପକୃତ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୩୮ କୋଭିଡ୍ ପଜିଟିଭ୍‌, ୩୩୪୬୬୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଜି.ଉଦୟଗିରି : ବାଇକ୍-ଅଟୋ ମୁହାଁମୁହିଁ ଧକ୍କା : ଜଣେ ମୃତ, ତିନି ଗୁରୁତର
  • ||
  • ଭୁବନେଶ୍ବର : ଭିଜିଲାନ୍ସ ଜାଲରେ ଭୁବନେଶ୍ବର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶୁଭେନ୍ଦୁ କୁମାର ପ୍ରଧାନ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଦିଲ୍ଲୀ ପୋଲିସର ଆକ୍ସନ : ଟ୍ରାକ୍ଟର ରାଲି ବେଳେ ହିଂସା ପରେ ୨୨ଟି ମାମଲା ରୁଜୁ
  • ||
  • ଭୁବନେଶ୍ବର : ଅଟୋକୁ ଧକ୍କା ଦେଲା କାର୍, ୪ ଗୁରୁତର
  • ||
  • ଘଟଗାଁ : ରାତିରେ ଘରକୁ ଫେରିବା ବେଳେ ଭାଲୁ ଆକ୍ରମଣ, ଜଣେ ଗୁରୁତର
  • ||
  • ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ, ପ୍ରତିଦିନ ୫୦ ସେବାୟତଙ୍କ ହେବ ଆର୍‌ଟିପିସିଆର୍
  • ||
  • ଆଜିଠୁ ପୁଣି ଟିକାକରଣ, ଭାକ୍‌ସିନ୍‌ ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ସ୍ବାସ୍ଥ୍ଯକର୍ମୀ
  • ||

ଅପରେସନ ଗ୍ରୀନ୍‌ କ୍ଲିନ୍, ୯୫ ଏକର ଜମିରୁ ଗଞ୍ଜେଇ ଗଛ ନଷ୍ଟ କଲେ ପୋଲିସ ଓ ଅବକାରୀ ବିଭାଗ

19/12/2020 at 2:51 PM

ଭଞ୍ଜନଗର ୧୯।୧୨:  ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ଓ ପୋଲିସର ମିଳିତ ଚଢାଉ ହୋଇଛି। ଏହା ଚଢାଉରେ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଗଛ କାଟି ନଷ୍ଟ କରାଯାଇଛି । ଘଟଣାସ୍ଥଳରେ ଆସିକା ଏସ୍‌ଡିପିଓ, ବଡ଼ଗଡ଼ ପୋଲିସ, ସୋରଡ଼ା ତହସିଲଦାର ଓ ଅବକାରୀ ବିଭାଗର ମିଳିତ ଉଦ୍ୟମରେ ଏହି ଚଢାଉ ହୋଇଛି ।

ଖବର ଅନୁଯାୟୀ, ଗଞ୍ଜାମ ଜିଲ୍ଲାର ବଡ଼ଗଡ଼ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ଗଞ୍ଜେଇ ଚାଷ ଚାଲିଥିଲା । ଯାହାର ଖବର ପୋଲିସ ନିକଟରେ ପହଞ୍ଚିଥିଲା । ଅବକାରୀ ବିଭାଗ, ଓ ବଡ଼ ଗଡ଼ ଥାନା ପୋଲିସ ଆସିକା ଏସ୍‌ଡିପିଓଙ୍କ ନେତୃତ୍ୟରେ ପ୍ରାୟ ୯୫ ଏକର ଜମିରୁ ଗଞ୍ଜେଇ ନଷ୍ଟ କରାଯାଇଛି । ଏହି ଅପରେସନରେ ୧୦ ପ୍ଲାଟୁନ ସୁରକ୍ଷା କର୍ମୀ ନିୟୋଜିତ ହୋଇଛନ୍ତି।  ସୋରଡା ତହସିଲଦାରଙ୍କ ଉପସ୍ଥିତିରେ ଚାଲିଛି ଅପରେସନ।

   Related Posts