Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର
  • ||
  • ଶୀତ ଖେଳୁଛି ଲୁଚକାଳି : ଆଜି ବଢିବ ଥଣ୍ଡା, କିନ୍ତୁ କାଲି କମିଯିବ
  • ||
  • ମହାପ୍ରଭୁ ଜଗନ୍ନାଥଙ୍କୁ ଦର୍ଶନ କଲେ ମୁଖ୍ୟ ଶାସନ ସଚିବ
  • ||
  • ଜି.ଉଦୟଗିରି: ମିନିବସରେ ଲାଗିଲା ନିଆଁ
  • ||
  • ଟାଙ୍ଗୀ: ବାଲିନାଶିରେ ୨ ଭାଇଙ୍କୁ ଗୋଡ଼େଇ ଗୋଡ଼େଇ ହାଣିଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ଏମ୍ସରେ ଭର୍ତ୍ତି
  • ||
  • ବଲାଙ୍ଗୀର: ବେଆଇନ୍ ବାଲି ବୋଝେଇ ଟ୍ରାକ୍ଟର ଜବତ, ମାଲିକଙ୍କ ଉପରେ ୨୦ ହଜାର ଟଙ୍କାର ଫାଇନ୍ ଲଗାଇଲେ ତହସିଲଦାର
  • ||
  • ରାଇରଙ୍ଗପୁର: କଲୋନୀରେ ଅଗ୍ନିକାଣ୍ଡ, ଜଳି ପାଉଁଶ ହୋଇଗଲା ୨ ବଖରା ଘର
  • ||
  • ନବରଙ୍ଗପୁର : ନିଖୋଜ ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର
  • ||
  • କାମାକ୍ଷାନଗର : ବାଇକ୍‌କୁ ଧକ୍କା ଦେଲା ହାଇଓ୍ବା, ଜଣେ ମୃତ, ଜଣେ ଗୁରୁତର
  • ||
  • ବଲାଙ୍ଗୀର: ଆକ୍ସନ ମୋଡ୍‌ରେ ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ, ଆରମ୍ଭ କଲେ ନୂଆ ପ୍ରକଳ୍ପ
  • ||

ଅପରେସନ୍ ଗ୍ରୀନ୍ କ୍ଲିନ୍ ଜାରି, ୧୦କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଚାଷ ନଷ୍ଟ

29/12/2020 at 10:03 AM

ମୋହନା ୨୯।୧୨: ଗଜପତି ଜିଲ୍ଲାରେ ଅପରେସନ୍ ଗ୍ରୀନ୍ କ୍ଲିନ୍ ଜାରି ରହିଛି । ଗତ ଦୁଇ ମାସ ଧରି ଏହି ଅଭିଯାନ ଚାଲିଥିବା ବେଳେ ଆଉ ୫୧ ଏକର ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି ।

ଆର. ଉଦୟଗିରି ଥାନା ଜିରାଙ୍ଗ ଗାଁ ନିକଟରେ ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇ ଗଞ୍ଜେଇ ଚାଷ କରାଯାଇଛି । ନଷ୍ଟ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧୦କୋଟି ୩୭ଲକ୍ଷ ଟଙ୍କା ହେବ ବୋଲି ପୋଲିସ କହିଛି । ବର୍ତ୍ତମାନ ସୁଦ୍ଧା ୪ ଶହ କୋଟି ଟଙ୍କାର ଗଞ୍ଜେଇ ଚାଷ ନଷ୍ଟ କରାଯାଇଥିବା ବେଳେ ଏହି ଅଭିଯାନ ଆଉ କିଛି ଦିନ ଜାରି ରହିବ ବୋଲି ଜଣାପଡିଛି ।

   Related Posts