Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୪୨ ଜଣଙ୍କ ଜୀବନ, ୩୩୮୮ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୩୪୦୫ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଚିରାଗଙ୍କ ହାତରୁ ଖସିଲା କମାଣ୍ଡ୍ : ଚାଚା ପଶୁପତିଙ୍କୁ ଗ୍ରୀନ ସିଗନାଲ୍, LJP ସଂସଦୀୟ ଦଳର ନେତା ହେଲେ ପାରସ
  • ||
  • ସାରା ବିଶ୍ୱର ଚିନ୍ତା ବଢାଇଲା ଡେଲ୍ଟା ଭାରିଆଣ୍ଟ : ବ୍ରିଟେନ ସମେତ ଅନେକ ଦେଶରେ ଫେରିଲା କଟକଣା
  • ||
  • ନକଲି ଔଷଧ ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ୍, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
  • ||
  • କାର୍ଯ୍ୟାଳୟ ନା ସ୍ପା ? ଖଟରେ ଆରାମରେ ଶୋଇଛନ୍ତି ପୋଲିସ ବାବୁ, କଏଦୀ କରୁଛନ୍ତି ମସାଜ୍
  • ||

ପୋଲିସ ଓ ଅବକାରୀ ବିଭାଗର ମିଳିତ ଚଢାଉ ; ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ

16/01/2019 at 8:02 AM

ଗଞ୍ଜାମ ୧୬|୧: ଗଞ୍ଜାମ ଜିଲ୍ଲା ବଡଗଡ ଥାନା ଅନ୍ତର୍ଗତ ଗୌଡଗୋଠ ପଂଚାୟତର ବିଭିନ୍ନ ସ୍ଥାନରେ ପୋଲିସ ଏବଂ ସୋରଡା ଅବକାରୀ ବିଭାଗର ମିଳିତ ଚଢ଼ାଉ । ଚଢାଉ ବେଳେ ପ୍ରାୟ ୪୫ଲକ୍ଷ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କରିଛନ୍ତି । ଏହା ପାହାଡିଆ ଅଞ୍ଚଳ ଓ ମାଓ ଅଧ୍ୟୁଷିତ ଯୋଗୁଁ ଏଠାରେ ପୋଲିସ ପହଂଚି ପାରୁନଥିଲା । ତେବେ ଗତକାଲି ଏହି ଅଞ୍ଚଳରେ ଚଢ଼ାଉ କରି ଗଞ୍ଜେଇ ଗଛ ନଷ୍ଟ କରାଯାଇଛି ।

   Related Posts