Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

୩ କ୍ୱିଣ୍ଟାଲ ଗଞ୍ଜେଇ ଜବତ, ୫ ଗିରଫ

24/10/2020 at 8:03 PM

ଜୟପୁର, ୨୪|୧୦:   କୋରାପୁଟ ଜିଲ୍ଲାର ଜୟପୁର ପୋଲିସ ଏକ ବଡ ଧରଣର  ଗଞ୍ଜେଇ ଚୋରାଚାଲାଣ ରାକେଟର ପର୍ଦ୍ଦାଫାସ କରିଛି । ଏହି ଘଟଣାରେ ପୋଲିସ ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ୫ଜଣଙ୍କୁ ଗିରଫ କରିଛି ।

ବେଆଇନ ଭାବେ ଗଞ୍ଜେଇ ଚାଲାଣ ନେଇ ପୋଲିସ କୌଣସି ସୂତ୍ରରୁ ଖବର ପାଇଥିଲା । ଏହାପରେ ପୋଲିସ ଟିମ୍ ଚଢାଉ କରି ପ୍ରାୟ ୩୧୦ କେଜି ଗଞ୍ଜେଇ ଜବତ କରିଛି । ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ପ୍ରାୟ ୩୦ ଲକ୍ଷ ଟଙ୍କା ହେବା ବୋଲି ଜଣାପଡିଛି ।

ଏହି ଘଟଣାରେ ପୋଲିସ ୫ଜଣଙ୍କୁ ଗିରଫ ମଧ୍ୟ କରିଛି । ସେମାନଙ୍କଠାରୁ ନଗଦ ୧.୫ ଲକ୍ଷ ଟଙ୍କା ସହ ଗୋଟିଏ କାର୍, ୨ଟି ବାଇକ୍, ୫ଟି ମୋବାଇଲ ଫୋନ୍ ଜବତ ହୋଇଛି ।

   Related Posts