Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅନୁଗୋଳରେ କଣ୍ଟେନର-ଟ୍ରକ୍ ମୁହାଁମୁହିଁ ଧକ୍କା, ଟ୍ରକ୍ ଚାଳକ ମୃତ
  • ||
  • ଷ୍ଟାଫ୍‌ନର୍ସ ମୌସୁମୀ ମିଶ୍ରଙ୍କ ସନ୍ଦେହଜନକ ମୃତ୍ୟୁ, ସହକର୍ମୀ କହିଲେ, ‘ତାଙ୍କୁ ହତ୍ୟା କରାଯାଛି’
  • ||
  • ଦିଲ୍ଲୀରେ ଭାଇ-ଭାଉଜଙ୍କୁ ହାଣି ଫିଙ୍ଗିଦେଲା ସାନ ଭାଇ, ୬୦କି.ମି. ଦୂରରୁ ଉଦ୍ଧାର ହେଲା ମୃତଦେହ
  • ||
  • ଯାଜପୁରରେ କାର୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା, ଯନ୍ତ୍ରୀଙ୍କ ସହ ଚାଲିଗଲା ୨ ଜଣଙ୍କ ଜୀବନ, ୨ ଗୁରୁତର
  • ||
  • ପଶ୍ଚିମବଙ୍ଗ-ବାଂଲାଦେଶକୁ ମୁହାଁଇଲା ଭୀଷଣ ଅବପାତ, ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
  • ||
  • ମୁମ୍ବାଇ ସିଟି ସେଣ୍ଟର ମଲ୍‌ରେ ଭୟାବହ ଅଗ୍ନିକାଣ୍ଡ, ମଲ୍‌ରେ ଥିଲେ ପ୍ରାୟ ୩୦୦ ଲୋକ
  • ||

କଟକ ଶିଖରପୁର ଛକରୁ ୨ କ୍ବିଣ୍ଟାଲ ୧୦କିଲୋ ଗଞ୍ଜେଇ ଜବତ, ଜଣେ ଗିରଫ

25/09/2019 at 3:56 PM

କଟକ ୨୫।୯: କଟକ ଶିଖରପୁର ଛକରୁ ୨ କ୍ବିଣ୍ଟାଲ ୧୦କିଲୋ ଗଞ୍ଜେଇ ଜବତ କରିଛି ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ୍ । ଗଞ୍ଜେଇ ଚାରା ଚାଲାଣ ହେଉଥିବା ଏକ କାରକୁ ମଧ୍ୟ ଜବତ କରାଯାଇଛି । ଗଞ୍ଜେଇ ନେଇ ଯାଉଥିବା ତପନ ରାଉତକୁ ଗିରଫ କରିଛି ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ୍ । ଫୁଲବାଣୀରୁ ଗଞ୍ଜେଇ ଆଣି କୋଲକତା ଯାଉଥିବା ଖବର ପାଇ ଶିଖରପୁର ଛକରେ ଜଗି ରହିଥିଲା ଫ୍ଲାଇଙ୍ଗ ସ୍କ୍ବାର୍ଡ । ତେବେ ଏହି ସାଣ୍ଟ୍ରୋ ଗାଡି ଉପରେ ସନ୍ଦେହ ହେବାରୁ ଅବକାରୀ ବିଭାଗ ଗାଡିଟିକୁ ଅଟକାଇ ଯାଞ୍ଚ କରିବା ସମୟରେ ସେଥିରୁ ଗଞ୍ଜେଇ ବାହାରିଥିଲା । ତେବେ ଏହି ଗଞ୍ଜେଇ ଚୋରା ଚାଲାଣର ମାଷ୍ଟର ମାଇଣ୍ଡ କିଏ ସେ ନେଇ ଅଧିକ ତଦନ୍ତ କରୁଛି ଅବକାରୀ ଫ୍ଲାଇଙ୍ଗ ସ୍କ୍ବାଡ୍ ।

   Related Posts