Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ପିଆଜ ବୋଝେଇ ଗାଡିରେ ଗଞ୍ଜେଇ ଚାଲାଣ ; ଟ୍ରକ୍ ଜବତ, ଦୁଇ ଗିରଫ

9/02/2019 at 3:02 PM

ମାଲକାନଗିରି ୯|୨:  ପିଆଜ ବୋଝେଇ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ବେଳେ ଜବତ ହୋଇଛି । ମାଲକାନଗିରି ପୋଲିସ ଗଞ୍ଜେଇ ଚୋରା ଚାଲାଣ ବେଳେ ଏକ ଟ୍ରକକୁ ଜବତ କରିଛି । ଖୈରପୁଟ ଥାନା ଅନ୍ତର୍ଗତ ପୋଡଘାଟ ନିକଟରେ ପୋଲିସ ଚଢ଼ାଉ କରି ଏହି ଟ୍ରକକୁ ଧରିବାରେ ସଫଳ ହୋଇଛି । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡାରୁ ଏହି ପିଆଜ ବୋଝେଇ ଗାଡ଼ିରେ ଛତିଶଗଡକୁ ଗଞ୍ଜେଇ ଚୋରା ଚାଲାଣ କରାଯାଉଥିଲା ।  ତଲାସି ବେଳେ ପ୍ରାୟ ୮କୁଇଣ୍ଟାଲ  ଗଞ୍ଜେଇ ଜବତ କରିବା ସହ ୨ଜଣଙ୍କୁ ଗିରଫ କରିଛି । ସେମାନଙ୍କ ଘର ଛତିଶଗଡ ବୋଲି ଜଣାପଡିଛି ।

   Related Posts