Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୩୯ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୧୮ କରୋନା ସଂକ୍ରମିତ, ୩୧୮୭୨୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଆଜି ପ୍ରଧାନମନ୍ତ୍ରୀଙ୍କ ‘ଟିକା’ ସମୀକ୍ଷା, ଭ୍ୟାକସିନ୍ ବିକାଶରେ ଲାଗିଥିବା ୩ କମ୍ପାନୀ ସହ ଆଲୋଚନା
  • ||
  • ଆସନ୍ତାକାଲିଠୁ ପ୍ରସିଦ୍ଧ କୋଣାର୍କ ମହୋତ୍ସବ: କୋଭିଡ଼ କଟକଣା ମଧ୍ୟରେ ପାଳିତ ହେବ ଉତ୍ସବ
  • ||
  • ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା : ଡଙ୍ଗା ଭସା ଉପରେ ରୋକ , କୋଭିଡ କଟକଣା ଯୋଗୁଁ ଉତ୍ସବ ଫିକା
  • ||
  • କମିବାରେ ଲାଗିଛି କରୋନା ପ୍ରଭାବ, ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୭୦୭ ଆକ୍ରାନ୍ତ
  • ||

ଟ୍ରାକ୍ଟରରେ ଚାଲାଣ ବେଳେ ୬ଲକ୍ଷରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ, ଦୁଇ ଗିରଫ

6/12/2019 at 3:43 PM

ନବରଙ୍ଗପୁର ୬।୧୨: ନବରଙ୍ଗପୁର ଅବକାରୀ ବିଭାଗ ପକ୍ଷରୁ ଗଂଜେଇ ବୋଝେଇ ଟ୍ରାକ୍ଟର ଜବତ ହୋଇଛି । ମାଲକାନଗିରିରୁ କଳାହାଣ୍ଡିକୁ ୧ କ୍ବିଣ୍ଟାଲ ୨୦ କିଲୋ ଗଂଜେଇ ଚାଲାଣ ହେଉଥିଲା । ଖବର ପାଇ ନବରଙ୍ଗପୁର ଅବକାରୀ ବିଭାଗ ଚଢାଉ କରି ଇନ୍ଦ୍ରାବତୀ ବ୍ରିଜ୍ ନିକଟରେ ଗଂଜେଇ ଚାଲାଣ ହେଉଥିବା ଟ୍ରାକ୍ଟରକୁ ଧରିଥିଲେ।

ଟ୍ରାକ୍ଟରଟି ଟ୍ରଲି ତଳେ ଏକ ସିକ୍ରେଟ ଚାମ୍ବରରୁ ୨୪ ପ୍ୟାକେଟ୍ ଗଂଜେଇ ଜବତ ହେ।ଇଛି । ଘଟଣାରେ ଦୁଇ ଜଣ ଚାଲାଣକାରୀଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ ଗଂଜେଇର ଆନୁମାନିକ ବଜାର ମୂଲ୍ୟ ୬ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ଜଣାପଡିଛି ।

   Related Posts