ori homes
previous arrow
next arrow

Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀରେ ପୁଣି ଅଗ୍ନିକାଣ୍ଡ : ଥିନର ଫ୍ୟାକ୍ଟ୍ରିରେ ନିଆଁ, ଲିଭାଇବାକୁ ୧୭ ଦମକଳ ଗାଡି ନିୟୋଜିତ
  • ||
  • ଦେଶରେ ଖସୁଛି ସଂକ୍ରମଣ, ୨୪ ଘଣ୍ଟାରେ ବାହାରିଲେ ୨୩୬୪ କରୋନା ପଜିଟିଭ୍
  • ||
  • ମୋହନା : ରାସ୍ତାକଡ଼ରୁ ମିଳିଲା ଯୁବକଙ୍କ କ୍ଷତବିକ୍ଷତ ମୃତଦେହ, ହତ୍ୟା ପରେ ଫିଙ୍ଗାଯାଇଥିବା ଅଭିଯୋଗ
  • ||
  • ରାଜ୍ୟରେ ଖସୁଛି କରୋନା, ୨୪ ଘଣ୍ଟାରେ ବାହାରିଲେ ୧୨ ପଜିଟିଭ୍
  • ||
  • ଗ୍ରାହକଙ୍କୁ ବଡ ଝଟ୍‌କା : ବଢିଲା ଗ୍ୟାସ୍ ଦର, ଜାଣନ୍ତୁ କେତେ ହେଲା ଦାମ୍ ?
  • ||
  • ରାଜ୍ୟରେ ଦୁଇ ଦିନ ବର୍ଷା, ରବିବାରଠୁ ପୁଣି ବଢିବ ତାତି
  • ||
  • ଦିନରେ ମିଟିଂ, ରାତିରେ କ୍ୟାମ୍ପେନିଂ: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସବୁ ଦଳର କସରତ
  • ||
  • ଜ୍ଞାନବାପୀ ମସଜିଦ ମାମଲା : ବାରଣାସୀ କୋର୍ଟରେ ଦାଖଲ ହେବ ସର୍ଭେ ରିପୋର୍ଟ
  • ||

ଅବକାରୀ ବିଭାଗର ଚଢାଉ ; ଏକ କ୍ବିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ

4/09/2018 at 9:54 AM

କେନ୍ଦୁଝର ୪|୯: କେନ୍ଦୁଝର ଜିଲ୍ଲା ଆନନ୍ଦପୁର ନନ୍ଦିପଦା ଥାନା ନାଉପୁର ଗାଁରେ ଅବକାରୀ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଚଢାଉ ବେଳେ ଏକ କ୍ବିଣ୍ଟାଲ ୭୦ କେଜି ଗଞ୍ଜେଇ ଜବତ କରିଛି ଅବକାରୀ ବିଭାଗ । ଜଣେ ବ୍ୟକ୍ତିଙ୍କ ଘରୁ ଚଢ଼ାଉ କରି ଗେଞ୍ଜଇ ଜବତ କରାଯାଇଛି । ତେବେ ଘର ମାଲିକ ଫେରାର ହୋଇଯାଇଛନ୍ତି । ରାଜ୍ୟ ଅବକାରୀ ବିଭାଗ, ଭଦ୍ରକ ଓ ବାଲେଶ୍ବର ଅବକାରୀ ସ୍କ୍ବାର୍ଡ ପକ୍ଷରୁ ମିଳିତ ଚଢାଉ କରାଯାଇଛି ।

   Related Posts