Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବଦଳିଲେ ବିଏମ୍‌ସି କମିଶନର, ପ୍ରେମଚନ୍ଦ୍ର ଚୌଧରୀଙ୍କ ସ୍ଥାନରେ ସଞ୍ଜୟ ସିଂହଙ୍କୁ ଦାୟିତ୍ୱ
  • ||
  • ଡେଲାଙ୍ଗ : କଣାସ ଗାଁ ସମତେ ବଜାରକୁ ୭ଦିନ ଯାଏଁ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା, ସଂକ୍ରମଣ ବୃଦ୍ଧିକୁ ଦେଖି ନିଷ୍ପତ୍ତି
  • ||
  • କେନ୍ଦୁଝର ଜେଲ୍‌ରେ ପଶିଲା କରୋନା, ୯ କଏଦୀ କୋଭିଡ଼ ସଂକ୍ରମିତ
  • ||
  • ରକ୍ତମୁଖା ଲାଲ୍‌ବାହିନୀ, ଯବାନଙ୍କୁ ଘରୁ ଟେକି ନେଇ ଗଳାକାଟି କଲେ ହତ୍ୟା
  • ||
  • ରାଜ୍ୟରେ କରୋନା ନେଲା ଆଉ ୧୭ଜଣଙ୍କ ଜୀବନ, ୨୨୩୨ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୦ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୦୯୮୨ ପଜିଟିଭ୍
  • ||

ଲମତାପୁଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ, ଦୁଇ ଫେରାର

24/02/2019 at 10:51 AM

ଲମତାପୁଟ ୨୪|୨:  କୋରାପୁଟ ଲମତାପୁଟରୁ ବିପୁଳ ପରିମାଣର ଗଞ୍ଜେଇ ଜବତ । ପାଟ୍ରୋଲିଂ ବେଳେ ୪ କ୍ବିଣ୍ଟାଲ ୫୮ କିଲୋଗ୍ରାମ ଗଞ୍ଜେଇ ଜବତ କରିଛି ଲମତାପୁଟ ମାଛକୁଣ୍ଡ ପୋଲିସ । ଗଞ୍ଜେଇ ଭର୍ତ୍ତି ମିନି ଭ୍ୟାନକୁ ଜବତ କରିଛି ପୋଲିସ । ଘଟଣାସ୍ଥଳରେ ଗାଡି ଛାଡି ଦୁଇ ଜଣ ଫେରାର ହୋଇଯାଇଛନ୍ତି । ଏହି ଗଞ୍ଜେଇ ବାହାର ରାଜ୍ୟକୁ ଚୋରା ଚାଲାଣ ହେଉଥିଲା ।

ଜବତ ଗଞ୍ଜେଇର ବଜାର ମୂଲ୍ୟ ୨୦ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି ପୋଲିସ ସୂଚନାରୁ ଜଣାପଡିଛି । ଗଞ୍ଜେଇ ଚୋରା ଚାଲାଣରେ ସ୍ଥାନୀୟ ଯୁବକ ସଂପୃକ୍ତ ଥିବା ନେଇ ପୋଲିସ ତଦନ୍ତ କରୁଛି । ଲମତାପୁଟ ଅଞ୍ଚଳ ଏବେ ଗଞ୍ଜେଇ ମାଫିଆଙ୍କ ଆଡ୍ଡା ପାଲଟିଛି ।

   Related Posts