Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||
  • ଖୋଲିଲା ଶିମିଳିପାଳ, ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର
  • ||
  • ଆଉ ନାହାଁନ୍ତି ପଦ୍ମଶ୍ରୀ ଶାନ୍ତିଦେବୀ, ୮୮ ବର୍ଷ ବୟସରେ ପରଲୋକ
  • ||
  • କଥକ ସମ୍ରାଟ ବିରଜୁ ମହାରାଜଙ୍କ ପରଲୋକ, ୮୩ ବର୍ଷ ବୟସରେ ଦେହାନ୍ତ
  • ||
  • ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ : ସୋମବାରଠୁ ଦାଖଲ ହେବ ପ୍ରାର୍ଥୀପତ୍ର, କରୋନା କଟକଣାରେ ସରିବ ପୁରା ପ୍ରକ୍ରିୟା
  • ||
  • ଆହତ ହାତୀର ଚିକିତ୍ସା କଲା ବନ ବିଭାଗ, ବାରହା ଫାଶରେ ପଡି ଗୋଡରେ ହୋଇଥିଲା କ୍ଷତ
  • ||
  • ଖସିବ ପାରଦ ବଢିବ ଶୀତ, ୧୯ ଯାଏଁ ବିଭିନ୍ନ ଜିଲ୍ଲାରେ ଘନ କୁହୁଡି
  • ||

ଟାଟା ଏସିଇରୁ ଜବତ ହେଲା ୯୬ କେଜି ଗଞ୍ଜେଇ, ଡ୍ରାଇଭର ଗିରଫ

8/12/2021 at 11:21 AM

ଭଞ୍ଜନଗର ୦୮।୧୨: ଟାଟା ଏସିଇରୁ ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ । ଘଟଣାରେ ଗାଡ଼ି ଡ୍ରାଇଭରକୁ  ଗିରଫ କରାଯାଇଛି । ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସୋରଡ଼ା ଥାନା ପୋଲିସ ଦ୍ୱାରା ୯୬ କେଜି ୧୦୦ ଗ୍ରାମ ଗଞ୍ଜେଇ ଜବତ ହୋଇଛି ।

ଖବର ଅନୁଯାୟୀ, ଜାତୀୟ ରାଜପଥ ୫୯ ପାଟପୋଲି ଛକ ନିକଟରେ ପୋଲିସ ପାଟ୍ରେିଲଂ କରୁଥିଲା । ଠିକ୍‌ ଏହି ସମୟରେ କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳରୁ ଆସୁଥିବା ଏକ ଟାଟା ଏସିଇ ଗାଡ଼ିକୁ ଅଟକ ରଖି ଯାଞ୍ଚ କରିଥିଲା । ଏହି ଯାଞ୍ଚ ସମୟରେ ଗାଡ଼ି ଭିତରୁ ୯୬ କେଜିରୁ ଅଧିକ ଗଞ୍ଜେଇ ଜବତ ହୋଇଥିଲା । ଘଟଣାରେ ଗାଡି ଡ୍ରାଇଭରକୁ ମଧ୍ୟ ଗିରଫ କରିଛି ପୋଲିସ l  ଗିରଫ ଡ୍ରାଇଭର ଜଣଙ୍କ ହେଲେ ରମ୍ଭା ଥାନା ଅଞ୍ଚଳର ସଞ୍ଜୟ ନାୟକ l ଜବତ ଗଞ୍ଜେଇ ବାଲିଗୁଡା ଠାରୁ ରମ୍ଭା ଯାଉଥିବା ଏସ୍‌ଡିପିଓ ପ୍ରେସ୍‌ମିଟ୍‌ରେ ସୂଚନା ଦେଇଛନ୍ତି ।

   Related Posts