Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଟେଷ୍ଟ ପରେ ଓ୍ବାନ୍‌ ଡେ’ ସିରିଜ୍‌ କବ୍‌ଜା କଲା ଦକ୍ଷିଣ ଆଫ୍ରିକା, ଦ୍ବିତୀୟ ଦିନିକିଆରେ ଟିମ୍‌ ଇଣ୍ଡିଆ ୭ ଓ୍ବିକେଟରେ ଧରାଶୟୀ, ଭାରତ ୨୮୭/୬(୫୦ ଓଭର), ଦକ୍ଷିଣ ଆଫ୍ରିକା ୨୮୮/୩ (୪୮.୧ଓଭର)
  • ||
  • ରାଜ୍ୟରେ ଶୁକ୍ରବାର ସୁସ୍ଥହେଲେ ୧୦,୩୯୦ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୨୬୧୦ଜଣ ଡିସଚାର୍ଜ
  • ||
  • ହରଭଜନ ସିଂହ କରୋନା ଆକ୍ରାନ୍ତ, ନିଜକୁ କଲେ ଆଇସୋଲେଟ୍‌
  • ||
  • ଚୋରା ବାଲି କାରବାରରୁ ହତ୍ୟା, ଶ୍ରମିକଙ୍କ ଉପରେ ଚଢାଇଦେଲେ ଟ୍ରାକ୍ଟର !
  • ||
  • ରାଜ୍ୟରେ ୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୯୮୩୩ କୋଭିଡ୍ ପଜିଟିଭ୍, ୧୧୮୭୨୯୫ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଶିବାଡ ଘାଟିରେ ଓଲଟିଲା ଇସପାତ୍, ୮ ଗୁରୁତର
  • ||
  • ଶୁକ୍ରବାରଠୁ ଲିଭିବ ଅମର ଯବାନ ଜ୍ୟୋତି : ୫୦ ବର୍ଷ ତଳେ ଶୁଭାରମ୍ଭ କରିଥିଲେ ଇନ୍ଦିରା ଗାନ୍ଧୀ
  • ||
  • ଟି୨୦ ବିଶ୍ୱକପ୍ : ଖେଳସୂଚୀ ଜାରି କଲା ଆଇସିସି, ଏହି ତାରିଖରେ ଭାରତ-ପାକିସ୍ତାନ ମହା ମୁକାବିଲା
  • ||
  • ଦ୍ୱିତୀୟ ଦିନିକିଆରେ କମ୍ ବ୍ୟାକ୍ କରିବ ଟିମ୍ ଇଣ୍ଡିଆ ! ଦକ୍ଷିଣ ଆଫ୍ରିକା ବିପକ୍ଷରେ ସିରିଜ୍ ବରାବର ଲକ୍ଷ୍ୟ
  • ||

ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଓ ହେଲ୍‌ପର ଫେରାର

6/06/2020 at 9:53 AM

ବୌଦ୍ଧ ୦୬।୦୬: ବୌଦ୍ଧ ଜିଲ୍ଲା କଣ୍ଟାମାଳ ଥାନା ଶୀରମାଳ ଗ୍ରାମ ନିକଟରେ ଗଞ୍ଜେଇ ଜବତ । ବନ ବିଭାଗର ଟିମ୍‌ ଏକ ବୋଲେରୋ ମାକ୍ସ ଗାଡି ଉପରେ ଚଢ଼ାଉ କରି ୧୧ ବସ୍ତା ଗଞ୍ଜେଇ ଜବତ କରିଛି । ଜବତ ଗଞ୍ଜେଇ ପ୍ରାୟ ୩ କ୍ୱିଣ୍ଟାଲ ହେବ ବୋଲି ବନ ବିଭଗ ଅନୁମାନ କରୁଛି । ବନ ବିଭାଗ ଜବତ ଗଞ୍ଜେଇ ଓ ଗାଡିକୁ କଣ୍ଟାମାଳ ପୋଲିସକୁ ହସ୍ତାନ୍ତର କରିଛି । ଗାଡିର ଡ୍ରାଇଭର ଓ ହେଲପର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି

   Related Posts