Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ହାତ ଟେକିଦେଲେ ବାଚସ୍ପତି, କହିଲେ- ଯଦି ସବୁ ସଦସ୍ୟ ଗୃହ ଚଲାଇବାକୁ ପ୍ରସ୍ତୁତ ନୁହଁନ୍ତି, ତେବେ ମୁଁ କ’ଣ କରିବି ?
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ପ୍ରସଙ୍ଗ : ଆସନ୍ତା ୧୦ରେ ବିଧାନସଭା ଘେରାଉ କରିବ ଛାତ୍ର କଂଗ୍ରେସ
  • ||
  • ପରଲୋକରେ ପଦ୍ମଶ୍ରୀ ନନ୍ଦ ସାର୍, ୧୦୪ ବର୍ଷରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ
  • ||
  • ଭୁବନେଶ୍ବର : ରିପୋର୍ଟ ଆସିବା ପରେ ନିୟମ ଅନୁସାରେ ଚାଷୀଙ୍କୁ କ୍ଷତିପୂରଣ ଦିଆଯିବ : ମନ୍ତ୍ରୀ ସୁଦାମ ମାରାଣ୍ଡି
  • ||
  • ଭୁବନେଶ୍ବର : ବିଡିଏ ଫେରାଇବ ସର୍ବକ୍ଷମା ଯୋଜନାର ଅଧିକ ଫାଇନ୍, ଆବେଦନର ଶେଷ ତାରିଖ ୧୦ ଡିସେମ୍ବର
  • ||
  • ଖୋର୍ଦ୍ଧା : ଭିଜିଲାନ୍ସ ହାତରେ ଧରାପଡିଲେ ନିର୍ବାହୀ ଯନ୍ତ୍ରୀ, ବିଲ୍ କରାଇ ଦେବାକୁ ଠିକାଦାରଙ୍କଠୁ ନେଉଥିଲେ ୧୦ ହଜାର
  • ||
  • ଟିଟିଲାଗଡ : ପୁରୀ-ଅଜମେର ଟ୍ରେନ୍‌ରେ ନିଆଁ, ଟ୍ରାକ୍‌ରେ ବ୍ରେକ୍ ଘସି ହୋଇ ଧୂଆଁ ବାହାରୁଥିଲା
  • ||
  • ରୋହିଙ୍ଗ୍ୟା ବିରୋଧୀ ହିଂସା ପାଇଁ ଫେସବୁକ ଦାୟୀ ! ୧୫୦ ବିଲିୟନ ପାଉଣ୍ଡର କ୍ଷତିପୂରଣ ଦେବାକୁ ମାମଲା
  • ||
  • କଳାହାଣ୍ଡି : ଇଚ୍ଛା ମୃତ୍ୟୁ ଆବେଦନକାରୀଙ୍କୁ ସାହା ହେଲା BSKY, ଯୋଜନାରେ ଆରମ୍ଭ ହେଲା ଚିକିତ୍ସା
  • ||
  • ତୁରେଇକେଲା ବ୍ଲକରେ ମାତିଲେ ୩୦ ଟିକିଆ ହାତୀପଲ, ଭାଙ୍ଗିଦେଲେ ଘର ଛପର
  • ||

ଅନେକ ଦିନ ଧରି ଚାଲିଥିଲା ଚୋରା କାରବାର, ପୋଲିସ ଚଢାଉରେ ବିପୁଳ ପରିମାଣର ଗଞ୍ଜେଇ ଜବତ

19/10/2021 at 2:25 PM

ଚଣ୍ଡିଖୋଲ ୧୯।୧୦: ଧର୍ମଶାଳା ପୋଲିସ ଦ୍ୱାରା ବିପୁଳ ପରିମାଣର ଗଞ୍ଜେଇ ଜବତ ହୋଇଛି । ପ୍ରାୟ ୫କେଜି ୫୪୫ ଗ୍ରାମର ଗଞ୍ଜେଇ ଜବତ ହୋଇଛି । ଏହାସହିତ ଘଟଣାରେ ୨ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତମାନେ ତରଞ୍ଜିଆ ଗାଁର ଧ୍ୟାନ ରଞ୍ଜନ ପରିଡ଼ା ଓ ବାଲିଚନ୍ଦ୍ରପୁର ଥାନା ରାଧାଦେଇପୁର ଗାଁର ଅଶୋକ କୁମାର ମଲିକ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଗିରଫ ୨ ଜଣ ଗଞ୍ଜେଇ ଚୋରା ଚାଲାଣ ନେଇ ପୋଲିସକୁ ଗୁଇନ୍ଦା ସୂଚନା ମିଳିଥିଲା । ଏହାପରେ ପୋଲିସ ତରଞ୍ଜିଆ ଅଞ୍ଚଳରେ ଚଢାଉ କରିଥିଲା । ଏହି ଚଢାଉ ସମୟରେ ପୋଲିସକୁ ପ୍ୟାକେଟ ଭର୍ତ୍ତି ଗଞ୍ଜେଇ ମିଳିଥିଲା । ପ୍ରାୟ ୫କେଜି ୫୪୫ ଗ୍ରାମର ଗଞ୍ଜେଇ ଜବତ ହୋଇଛି ପୋଲିସ । ଏହାସହିତ ୨ଜଣଙ୍କ ମଧ୍ୟ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଥିବା ଧର୍ମଶାଳା ଥାନା ଅଧିକାରୀ ସୂଚନା ଦେଇଛନ୍ତି ।

   Related Posts