Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମର୍ମନ୍ତୁଦ ଦୁର୍ଘଟଣା: ଡୋଡା ଘାଟିରେ ଖସିପଡିଲା ମାଟାଡୋର, ୮ ମୃତ ଓ ଅନେକ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୬ ହଜାରରୁ ଅଧିକ କରୋନା ପଜିଟିଭ୍, ୭୩୩ ମୃତ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୧୨ କୋଭିଡ୍ ପଜିଟିଭ୍
  • ||
  • କରଞ୍ଜିଆରେ ମାତିଛନ୍ତି ଝାଡଖଣ୍ଡୀ ହାତୀ, ନଷ୍ଟ କରୁଛନ୍ତି ଏକର ଏକର ଫସଲ
  • ||
  • ସିରିଜ୍‌ ଦୁର୍ଘଟଣା, ପଛକୁ ପଛ ଧକ୍କା ହେଲେ ୮ ଗାଡ଼ି ; ୩ ମୃତ
  • ||
  • ମମିତା ମେହେର ହତ୍ୟା ମାମଲା : ବିଜେପି ପକ୍ଷରୁ ୧୨ ଘଣ୍ଟିଆ ସୋନପୁର ବନ୍ଦ ପାଳନ
  • ||
  • ଓଡିଶା ଆସୁଛନ୍ତି କେନ୍ଦ୍ର କୋଇଲା ମନ୍ତ୍ରୀ, ଗସ୍ତ କରିବେ ପାରାଦୀପ ଓ ତାଲଚେର
  • ||

ଅନ୍ୟ ରାଜ୍ୟକୁ ଚାଲାଣ ହେଉଥିଲେ ଗଞ୍ଜେଇ, ଟୋଲ୍‌ଗେଟ୍‌ ନିକଟରେ ଧରିଲା ଅବକାରୀ ବିଭାଗ

24/06/2021 at 12:58 PM

କଟକ ୨୪।୦୬: ଟୋଲଗେଟ ନିକଟରୁ ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ । କଟକ ଜିଲ୍ଲା ଟାଙ୍ଗୀ ଟୋଲଗେଟ୍‌ ନିକଟରୁ ହୋଇଛି ଜବତ । ପିକ୍‌ଅପ୍‌ ଭ୍ୟାନ୍‌ ଜବତ ସହ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗର ଫ୍ଲାଇଙ୍ଗ ସ୍କ୍ୱାର୍ଡ । ଗିରଫ ଅଭିଯୁକ୍ତଙ୍କ ନାମ ମହାସିନ୍ଧୁ ଦାସ ବୋଲି ଜଣାପଡିଛି ।

ଖବର ଅନୁଯାୟୀ, ଗୋଟିଏ ପିକ୍‌ଅପ୍‌ ଭ୍ୟାନ୍‌ରେ ଗଞ୍ଜେଇ ଚୋରାରେ ନେଇ ଗଜପତି ଜିଲ୍ଲାରୁ ପୂର୍ବ ମେଦିନାପୁରକୁ ହେଉଥିଲା ଚାଲାଣ । କୌଣସି ସୁତ୍ରରୁ ଖବର ପାଇ ଟାଙ୍ଗୀ ଟୋଲଗେଟ୍‌ ନିକଟରେ ଅବକାରୀ ବିଭାଗର ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ଚଢାଉ କରିଥିଲା । ଏହି ଚଢାଉରେ ପ୍ରାୟ ୧୦ଲକ୍ଷ ଟଙ୍କାର ଗଞ୍ଜେଇ ଭର୍ତ୍ତି ପିକ୍‌ଅପ୍‌ ଭ୍ୟାନ୍‌ ଜବତ ହୋଇଛି । ଏହିସହିତ ଜଣଙ୍କୁ ଗିରଫ ମଧ୍ୟ କରାଯାଇଛି ।  

   Related Posts