Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାସ୍ତାରେ ଯାଉଥିବା ବେଳେ ଭାରସାମ୍ୟ ହରାଇଲା ଗାଡ଼ି, ଜଣେ ମୃତ, ଜଣେ ଗୁରୁତର
  • ||
  • ସିଦ୍ଧୁଙ୍କ ଇସ୍ତଫା ପତ୍ର ସ୍ଵୀକାର କଲେନି କଂଗ୍ରେସ ହାଇକମାଣ୍ଡ, ନିଜ ସ୍ତରରେ ସମାଧାନ କରିବାକୁ ରାଜ୍ୟ ନେତାଙ୍କୁ ଦେଲେ ନିର୍ଦ୍ଦେଶ
  • ||
  • IPL 2021: ଦିଲ୍ଲୀ କ୍ୟାପିଟାଲ୍ସର ବିଜୟରେ ଲାଗିଲା ବ୍ରେକ୍, ପନ୍ତଙ୍କ ଟିମ୍‌କୁ ୩ ଓ୍ଵିକେଟ୍‌ରେ ହରାଇଲା କୋଲକାତା ନାଇଟ୍ ରାଇଡର୍ସ
  • ||
  • କଂଗ୍ରେସରେ ମିଶିଲେ କହ୍ନେୟା କୁମାର ଓ ଜିଗ୍ନେଶ ମେଓ୍ଵାଣୀ, ରାହୁଲଙ୍କ ଉପସ୍ଥିତିରେ ଗ୍ରହଣ କଲେ ସଦସ୍ୟତା
  • ||
  • ହରିୟାଣା ଗୃହମନ୍ତ୍ରୀ ଅନିଲ ବିଜଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର, ଦିଲ୍ଲୀ ଏମ୍ସରେ ଭର୍ତ୍ତି
  • ||
  • ଖୋର୍ଦ୍ଧା : ଅଂଳେଇ ମନ୍ଦିରରୁ ଦାନବାକ୍ସ ଉଠାଇନେଲେ ଦୁର୍ବୃତ୍ତ
  • ||
  • କୋରାପୁଟ : କୋରାପୁଟ ଜିଲ୍ଲା ସୁନାବେଡ଼ା ଟିଟିଏସରେ ଛାତ୍ର ଅଶାନ୍ତି, ଷ୍ଟାଇପେଣ୍ଡ ଟଙ୍କା ନମିଳିବାରୁ ବିକ୍ଷୋଭ
  • ||
  • ଜଳେଶ୍ବର : ଅବକାରୀ ବିଭାଗ ଦ୍ଵାରା ୪ ଚୋରା ଦେଶୀ ମଦ ବେପାରୀ ଗିରଫ, ୨ଶହ ଲିଟରରୁ ଅଧିକ ଦେଶୀ ମଦ ଜବତ
  • ||
  • ଆନନ୍ଦପୁର : କେନ୍ଦୁଝର ଜିଲ୍ଲା ଘଷିପୁରା ଥାନା ଦୀପପାଳ ଗାଁରେ ଅଭାବନୀୟ ଘଟଣା, ଘର ଭିତରୁ ମିଳିଲା ନବ ବିବାହିତାଙ୍କ ମୃତଦେହ, ବାପଘର ପକ୍ଷରୁ ହତ୍ୟା ଅଭିଯୋଗ
  • ||
  • ସାନଖେମୁଣ୍ଡି : ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସୁଂଦୁରିଆପଲି ଗାଁ ନିକଟ ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧା ମୃତ, ଶୌଚ ହେବାକୁ ଯାଇଥିବା ବେଳେ ବୁଡିଗଲେ
  • ||

ମଧ୍ୟପ୍ରଦେଶକୁ ଚୋରା ଚାଲାଣ ବେଳେ ୩୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୪ ଗିରଫ

28/08/2020 at 3:33 PM

ଜୟପୁର, ୨୮|୦୮  :  କୋରାପୁଟ ଜିଲ୍ଲା ଜୟପୁର ସଦର ପୁଲିସ ଏକ ବଡ ଧରଣର ଗଞ୍ଜେଇ ଚୋରା ଚାଲାଣ ରାକେଟର ପର୍ଦ୍ଦାଫାସ କରିଛି । ଏହି ଘଟଣାରେ ୪ଜଣଙ୍କୁ ଗିରଫ କରାଯାଇଛି ।

ସୂଚନାନୁସାରେ, କୋରାପୁଟ ଜିଲ୍ଲା ପଟାଙ୍ଗୀ ଅଞ୍ଚଳରୁ ଏକ ଟ୍ରକ୍ ଯୋଗେ ଗଞ୍ଜେଇ ଚୋରାଚାଲାଣ ହେଉଥିଲା । କୌଣସି ସୂତ୍ରରୁ ଖବର ପାଇ ପୋଲିସ ଚଢାଉ କରିଥିଲା । ଏହାସହ ଟ୍ରକକୁ ଅଟକ ରଖିବା ସହ ୩୫ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଏହି ଘଟଣାରେ ୪ଜଣଙ୍କୁ ଗିରଫ କରାଯାଇଛି । ଗିରଫ ଯୁବକଙ୍କ ମଧ୍ୟରେ ମଧ୍ୟପ୍ରଦେଶର ୩ ଜଣ ଥିବା ବେଳେ ପଟାଙ୍ଗୀରୁ ଜଣେ ରହିଛନ୍ତି ।    

   Related Posts