ସ୍କୁଲଗୁଡିକର ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

Published By : Prameya-News7 Bureau | October 12, 2020 IST

ବ୍ରହ୍ମପୁର ୧୨।୧୦: ବିଦ୍ୟାଳୟଗୁଡିକର ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପୂଜା ଛୁଟିରେ କୌଣସି ଶିକ୍ଷକ ନିଜ ହେଡକ୍ବାର୍ଟର ନଛାଡି ଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଯଦି କୌଣସି ଶିକ୍ଷକ କରୋନା ସଂକ୍ରମିତ ହୁଅନ୍ତି ତେବେ ତାଙ୍କ ଟ୍ରାଭେଲ ହିଷ୍ଟ୍ରି ବାହାର କରି ସଂପୃକ୍ତ ଶିକ୍ଷକଙ୍କୁ ଦାୟୀ କରାଯିବ ବୋଲି ଜିଲ୍ଲାପାଳଙ୍କ ସୂଚନା  ଦେଇଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.