Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ସ୍କୁଲଗୁଡିକର ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ଗଞ୍ଜାମ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

12/10/2020 at 5:28 PM

ବ୍ରହ୍ମପୁର ୧୨।୧୦: ବିଦ୍ୟାଳୟଗୁଡିକର ଭିତ୍ତିଭୂମି ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ପୂଜା ଛୁଟିରେ କୌଣସି ଶିକ୍ଷକ ନିଜ ହେଡକ୍ବାର୍ଟର ନଛାଡି ଯିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ଯଦି କୌଣସି ଶିକ୍ଷକ କରୋନା ସଂକ୍ରମିତ ହୁଅନ୍ତି ତେବେ ତାଙ୍କ ଟ୍ରାଭେଲ ହିଷ୍ଟ୍ରି ବାହାର କରି ସଂପୃକ୍ତ ଶିକ୍ଷକଙ୍କୁ ଦାୟୀ କରାଯିବ ବୋଲି ଜିଲ୍ଲାପାଳଙ୍କ ସୂଚନା  ଦେଇଛନ୍ତି ।

   Related Posts