Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୧୦୫ କରୋନା ସଂକ୍ରମିତ, ୧୦୫୦୩୫୪ରେ ପହଞ୍ଚିଲା ସଂଖ୍ୟା
  • ||
  • ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୩କୁ ବୃଦ୍ଧି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୨୧୧ ମୃତ
  • ||
  • ଗୁଜୁରାଟରେ ଓମିକ୍ରନ ଗଞ୍ଜାମକୁ ବିପଦ : ବଢିବ ସଂକ୍ରମଣ ! ସତର୍କ କଲା ପ୍ରଶାସନ
  • ||
  • ଡ୍ରାଇଭରଙ୍କୁ ମାଗିଲେ ଲାଞ୍ଚ, ନଦେବାରୁ ଆକ୍ରମଣ କରି କଲେ ଲହୁଲୁହାଣ
  • ||
  • ଆଉ ବର୍ଷା ନାହିଁ, ବଦଳିବ ପାଗ : ୧୧ରୁ କମିଯିବ ଶୀତ
  • ||
  • ଆସୁଛନ୍ତି ପୁଟିନ : ମୋଦୀଙ୍କୁ ଭେଟିବେ, ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହେବ ଆଲୋଚନା
  • ||

ଗଞ୍ଜାମର ସବୁ ପଞ୍ଚାୟତ ଓ ଏନଏସି ଅଞ୍ଚଳରେ କୋଭିଡ୍ କେୟାର୍ ହୋମ୍ ପ୍ରସ୍ତୁତ : ଜିଲ୍ଲାପାଳ

27/06/2020 at 3:08 PM

ବ୍ରହ୍ମପୁର ୨୭।୬: ଗଞ୍ଜାମ ଜିଲ୍ଲାରେ କରୋନା ସ୍ଥିତି ନିୟନ୍ତ୍ରଣ ପାଇଁ ଜିଲ୍ଲା ପ୍ରଶାସନର ଆଉ ଏକ ପଦକ୍ଷେପ । ଜିଲ୍ଲାର ସମସ୍ତ ଗ୍ରାମ ପଞ୍ଚାୟତ ଓ ଏନଏସି ଅଞ୍ଚଳରେ କୋଭିଡ୍ କେୟାର୍ ହୋମ୍ ପ୍ରସ୍ତୁତ ରହିଛି । ଏ ନେଇ ଗଞ୍ଜାମ ଜିଲ୍ଲାପାଳ ଟ୍ବିଟ୍ ମାଧ୍ୟମରେ ସୂଚନା ପ୍ରଦାନ କରିଛନ୍ତି ।

କୋରନା ଲକ୍ଷଣ ଥିବା ରୋଗୀଙ୍କୁ ଏହି କେୟାର୍ ହୋମ୍ ରେ ଚିକିତ୍ସା କରିବାର ବ୍ୟବସ୍ଥା କରାଯାଇଛି । ଏହିସବୁ କେୟାର୍ ହୋମ୍ ରେ ଆବଶ୍ୟକୀୟ ଡାକ୍ତର ଏବଂ ଔଷଧ ମହଜୁଦ୍ ଥିବା ଜିଲ୍ଲାପାଳ ଟୁଇଟ୍ ମାଧ୍ୟମରେ ଜଣାଇଛନ୍ତି ।

   Related Posts