Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୂର୍ବ ଗୋଦାବରୀରେ ଭାରସାମ୍ୟ ହରାଇ ଓଲଟିଲା ଭ୍ୟାନ୍, ୬ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : ରାସ୍ତା ଉପରେ ପଡିଛି ଯୁବକଙ୍କ ମୃତଦେହ, ହତ୍ୟା ସନ୍ଦେହ
  • ||
  • ୩୧ରେ ଆଉ ଏକ ଲଘୁଚାପ ! ଉତ୍ତର ଓ ଉପକୂଳ ଓଡିଶାରେ ବର୍ଷା ସମ୍ଭାବନା
  • ||
  • ରାଉରକେଲା : ସ୍କର୍ପିଓ ଜାଳିଦେଲେ ଦୁର୍ବୃତ୍ତ, ଗାଡିରେ ଥିବା ୩ ଜଣଙ୍କୁ ନିସ୍ତୁକ ମାଡ
  • ||
  • ପରାଜୟ ଧାରା ଭାଙ୍ଗିଲା ଚେନ୍ନାଇ, ୬ ଓ୍ୱିକେଟରେ ହାରିଲା କୋଲକାତା ନାଇଟ ରାଇଡର୍ସ
  • ||

ଗଞ୍ଜାମରେ ହୋଇନାହିଁ ଗୋଷ୍ଠୀ ସଂକ୍ରମଣ- ଜିଲ୍ଲାପାଳ

3/06/2020 at 7:29 AM

ବ୍ରହ୍ମପୁର ୦୩।୦୫: ରାଜ୍ୟରେ ଦିନକୁ ଦିନ ବଢିଚାଲିଛି କରୋନା । ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ଗଞ୍ଜାମ‌ ଜିଲ୍ଲାରୁ ସର୍ବାଧିକ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ଗଞ୍ଜାମ ଜିଲ୍ଲାରୁ ସ୍ଥାନୀୟ ପଜିଟିଭ୍ ଚିହ୍ନଟ ନେଇ ସ୍ଥାନୀୟ ଲୋକ ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ଜିଲ୍ଲାପାଳ କହିଛନ୍ତି । ଜିଲ୍ଲାରୁ ଚିହ୍ନଟ ହୋଇଥିବା ସମସ୍ତେ ଆକ୍ରାନ୍ତ ପ୍ରବାସୀ ଙ୍କ ସଂପର୍କରେ ଆସିଛନ୍ତି । ତେଣୁ ବର୍ତମାନ ସୁଦ୍ଧା ଜିଲ୍ଲାରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ । ତଥାପି ସତର୍କତା ଅବଲମ୍ବନ କରିବା କୁ ପଡିବ ବୋଲି ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଟୁଇଟ୍ ମାଧ୍ୟମରେ ଜଣାଇଛନ୍ତି ।

   Related Posts