Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗଣତନ୍ତ୍ର ଦିବସ ପୂର୍ବରୁ ଦିଲ୍ଲୀ ପୋଲିସକୁ ବଡ ଧରଣର ସଫଳତା, ଅବୈଧ ଅସ୍ତ୍ରଶସ୍ତ୍ର ସହ ୨ଜଣ ଗିରଫ
  • ||
  • ଗଣତନ୍ତ୍ର ଦିବସରେ ୩୮୪ଜଣଙ୍କୁ ମିଳିବ ବୀରତା ପୁରସ୍କାର, ଘୋଷଣା କଲେ ରାଷ୍ଟ୍ରପତି
  • ||
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||

୫୦୩ଟି ଗ୍ରାମ ପଞ୍ଚାୟତର ଭିତ୍ତିଭୂମି ଅନୁଧ୍ୟାନ କରିବେ ଗଞ୍ଜାମ ଜିଲ୍ଲାପାଳ

23/04/2020 at 8:34 PM


ବ୍ରହ୍ମପୁର୨୩/୪: ଗ୍ରାମ ପଞ୍ଚାୟତ ବୁଲିବେ ଗଞ୍ଜାମ ଜିଲ୍ଲାପାଳ। ଜିଲ୍ଲାରେ ନିର୍ମାଣ ହୋଇଥିବା ସରକାରୀ କ୍ବାରେଣ୍ଟାଇନ୍‌ କେନ୍ଦ୍ର ଗୁଡିକାର ଭିତ୍ତିଭୂମି ଅନୁଧ୍ୟାନ କରିବେ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ। ବିଦେଶୀ ଫେରନ୍ତା ମାନେ କିପରି କ୍ବାରେଣ୍ଟାଇନ୍‌ରେ କିପରି ଦିନ କାଟୁଛନ୍ତି, ତାହାର ଅନୁଧ୍ୟାନ କରିବେ ଜିଲ୍ଲାପାଳ। ସେଥିପାଇଁ ଜିଲ୍ଲାର ୫୦୩ ଗୋଟି ଗ୍ରାମ ପଞ୍ଚାୟତକୁ ସେ ବ୍ୟକ୍ତିଗତ ଭାବେ ପରିଦର୍ଶନ କରିବେ ।

ଗ୍ରାମ ପଞ୍ଚାୟତକୁ କେତେ ଲୋକ ଫେରିବେ, ଖାଇବା ବ୍ୟବସ୍ଥା, ବିଜୁଳି ସଂଯୋଗ, ପାନୀୟ ଜଳ ଓ ଶୌଚାଳୟ ପ୍ରଭୃତି ଅନୁଧ୍ୟାନ କରିବେ ଜିଲ୍ଲାପାଳ । ସେହିପରି ବରିଷ୍ଠ ଅଧିକାରୀ ମାନଙ୍କୁ ଭିନ୍ନ ଭିନ୍ନ ଗ୍ରାମ ପଞ୍ଚାୟତ ଗୁଡିକର ଦାୟିତ୍ବ ନ୍ୟସ୍ତ କରାଯିବ । ଜିଲ୍ଲାକୁ ପ୍ରାୟ ୪ ଲକ୍ଷରୁ ଉର୍ଦ୍ଧ୍ବ ବ୍ୟକ୍ତି ବାହାର ରାଜ୍ୟରୁ ଫେରିବେ ବୋଲି ପ୍ରାଥମିକ ଅକଳନ କରାଯାଇଛି ।

   Related Posts