Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

୧୬ ତାରିଖ ଯାଏଁ ଗଞ୍ଜାମରେ ରଜ ଉତ୍ସବ ଓ ଯାତ୍ରା ଉପରେ ରୋକ, କଟକଣା ଲଗାଇଲା ଜିଲ୍ଲା ପ୍ରଶାସନ

12/06/2020 at 3:02 PM

ବ୍ରହ୍ମପୁର, ୧୨|୦୬:   ଗଞାମ ଜିଲ୍ଲାରେ ରଜ ଉତ୍ସବ ସହ ଅନ୍ୟାନ୍ୟ ମେଳା ଓ ଜାନି  ଯାତ୍ରା ରେ ରୋକ୍ ଲଗାଇଛନ୍ତି ଗଞାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ। କରୋନା ସଂକ୍ରମଣ ରୋକିବା ପାଇଁ ଜିଲ୍ଲାପାଳ ଏହି ପଦକ୍ଷେପ ନେଇଛନ୍ତି ।

ଚଳିତ ମାସ ୧୧ ତାରିଖରୁ  ୧୬ ତାରିଖ ପର୍ଯ୍ୟନ୍ତ କୌଣସି ଉତ୍ସବ ମନାଇବାକୁ ଗଞାମ ଜିଲ୍ଲା ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି । ତେବେ ପୂର୍ବଭଳି ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ବଜାର ସକାଳ ୭ରୁ ସନ୍ଧ୍ୟା  ୭ଟା ପର୍ଯ୍ୟନ୍ତ ଖୋଲା ରହିବ । ଅନ୍ୟ ଦୋକାନ ସକାଳ ୭ରୁ  ଅପରାହ୍ନ ୨ଟା ପର୍ଯ୍ୟନ୍ତ ଖୋଲା ରହିବ । ଏକ ପତ୍ର ମାଧ୍ୟମରେ ଏନେଇ ନିର୍ଦ୍ଦେଶନାମା ଜାରି କରିଛନ୍ତି ଗଞାମ ଜିଲ୍ଲାପାଳ ।

ତେବେ ନିୟମକୁ ଯିଏ ଉଲଂଘନ କରିବ ତା ବିରୋଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲ୍ଲାପାଳ ସ୍ପଷ୍ଟ ଭାବେ ଉଲ୍ଲେଖ କରିଛନ୍ତି ।

   Related Posts