Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଧାରଣ ଜନତାଙ୍କ ପାଇଁ ବଢ଼ିଲା ଚିନ୍ତା : ପିଆଜ କିଲୋ ୧୦୦ ଟଙ୍କା !
  • ||
  • ରାସ୍ତା ଝାଡୁମାରି ପ୍ରଶଂସା ସାଉଁଟିଥିବା ଟ୍ରାଫିକ୍ କନେଷ୍ଟବଳ ଲଳିତ ମୋହନ ରାଉତ ସମ୍ମାନୀତ
  • ||
  • ଲେମ୍ବୁ ପାଣିରେ ସନ୍ଧବ ଲୁଣ ମିଶାଇ ସେବନ କଲେ ନିୟନ୍ତ୍ରଣ ହୋଇଥାଏ ଓଜନ
  • ||
  • ଆକର୍ଷଣୀୟ ଚାକିରୀ: ବିସ୍କୁଟ୍ ଚାଖିବାକୁ ମିଳିବ ୪୦ ଲକ୍ଷ ଟଙ୍କା ଦରମା
  • ||
  • ଭକ୍ତଙ୍କ ପାଇଁ ଖୁସି ଖବର, ପୁରୀ ଶ୍ରୀମନ୍ଦିରରେ ମିଳିବ ମହାପ୍ରସାଦ ମିଳିବ
  • ||
  • ପୂଜା ପାଇଁ କଟକ ସହରରେ ମୁତୟନ ହେବେ ୩୦ପ୍ଲାଟୁନ ପୋଲିସ ଫୋର୍ସ
  • ||
  • ସମ୍ବଲପୁର ପଡିଆବାହଲରେ ଟ୍ରକ୍ ଚାପାରେ ମା’ ଓ ଶିଶୁପୁତ୍ରର ମୃତ୍ୟୁ
  • ||
  • ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ
  • ||
  • ସଞ୍ଜୁ ବାବାଙ୍କ ସ୍ୱାସ୍ଥ୍ୟକୁ ନେଇ ସାମ୍ନାକୁ ଆସିଲା ବଡ ଖବର
  • ||
  • ବ୍ରହ୍ମୋସ୍ ମିସାଇଲ୍ ପରୀକ୍ଷଣରେ ଭିଡିଓ ଜାରି କଲା ଭାରତୀୟ ନୌସେନା
  • ||

ଦାଦନ ଦୁଃଖ : ମୃତ୍ୟୁର ୮ଦିନ ପରେ ବି କୁଏତରୁ ଗାଁକୁ ଆସିପାରିନି ମରଶରୀର

19/10/2019 at 11:22 AM

ବ୍ରହ୍ମପୁର ୧୯।୧୦: ପୁଣି ଗଞ୍ଜାମ ଜିଲ୍ଲାରେ ଦାଦନ ଦୁଃଖ । ଖଲ୍ଲିକୋଟ୍ ବ୍ଲକ୍ ଖଜାପଲ୍ଲି ଗାଁର ଜଣେ ଦାଦନ ଶ୍ରମିକ ହରସ ସାମଲଙ୍କ କୁଏତ୍ ରେ ମୃତ୍ୟୁ ହୋଇଥିବା ପରିବାରବର୍ଗ ଅଭିଯୋଗ କରିଛନ୍ତି ।

ଗତ ୧୧ ତାରିଖରେ କୁଏତ୍ ରେ ହରସ ସାମଲଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କର କେତେକ ସାଙ୍ଗ ଫୋନ୍ ଯୋଗେ ପରିବାରବର୍ଗଙ୍କୁ ଜଣାଇଥିଲେ । ହରସ ସେଠାରେ ଏକ କଂପାନୀରେ ୨୦୧୪ ମସିହା ଠାରୁ କାମ କରୁଥିଲେ ।

ମୃତ୍ୟୁର ୮ ଦିନ ବିତିଯାଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ମର ଶରୀର ଗାଁକୁ ଆସି ପାରିନାହିଁ । ମର ଶରୀର ଫେରାଇ ଆଣିବାକୁ ପରିବାରବର୍ଗ ଜିଲ୍ଲା ପ୍ରଶାସନକୁ ନିବେଦନ କରିଛନ୍ତି ।

   Related Posts