Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୫୪୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଡିସେମ୍ବର ୩୧ପୂର୍ବରୁ ବସିବ ବିଧାନସଭାର ଶୀତ ଅଧିବେଶନ
  • ||
  • କରୋନାର ଦୈନିକ ସଂକ୍ରମଣରେ ବୃଦ୍ଧି, ୨୪ଘଣ୍ଟାରେ ୪୩୮୯୩ ନୂଆ ଆକ୍ରାନ୍ତ ଚିହ୍ନଟ
  • ||
  • ଅପରେସନ ଅଲ୍ଆଉଟ୍ : ସେନା ଗୁଳିରେ ୨ ଆତଙ୍କୀ ନିହତ, ବନ୍ଧୁକ ଓ ଗୁଳି ଜବତ
  • ||
  • ବିହାର ନିର୍ବାଚନ : ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୭୧ଟି ଆସନରେ ଚାଲିଛି ଭୋଟିଂ
  • ||

ଦିବ୍ୟାଙ୍ଗ ପିଲାଙ୍କ ସହ ଦୀପାବଳି ପାଳନ କଲେ ଗଞ୍ଜାମ ଏସ୍‌ପି

27/10/2019 at 9:18 PM


ବ୍ରହ୍ମପୁର – ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରଏ ଦିବ୍ୟାଙ୍ଗ ପିଲାଙ୍କ ସହ ଦୀପାବଳି ପାଳନ କରିଛନ୍ତି । ସମର୍ଥ ଦିବ୍ୟାଙ୍ଗ ଅନୁଷ୍ଠାନରେ ଗଞ୍ଜାମ ଏସପି ବ୍ରିଜେଶ କୁମାର ରଏ ପହଂଚି ପିଲାମାନଙ୍କ ସହ ଦୀପାବଳି ପାଳନ କରିଛନ୍ତି । ପିଲା ମାନଙ୍କୁ ମିଠା ବାଣ୍ଟିବା ସହ ସେମାନଙ୍କ ସୁବିଧା ଅସୁବିଧା ସମ୍ପର୍କରେ ପଚାରି ବୁଝିଥିଲେ ।


ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଅନୁଷ୍ଠାନର ଅଧ୍ୟକ୍ଷ କେ. ଆନଂଦ ରାଓ ଛାତ୍ରପୁର ଏସଡିପିଓ ଉତ୍କଳ କେଶରୀ ଦାଶ, ଆରଆଇ ଗଙ୍ଗାଧର ଧାଙ୍ଗର, ସବଳ ସୋରେନ, ଥାନା ଅଧିକାରୀ ପ୍ରିୟସ ରଞ୍ଜନ ଛୋଟରାୟ ପ୍ରମୁଖ ଉପସ୍ଥିତ ଥିଲେ

   Related Posts