ହୁତୁ ହୁତୁ ହୋଇ ଜଳିଗଲା ଗଞ୍ଜେଇ ଭର୍ତ୍ତି ଗାଡି

Published By : Prameya-News7 Bureau | January 20, 2021 IST

ମାଲକାନଗିରି ୨୦।୧: ଗଞ୍ଜେଇ ଗାଡିରେ ଲାଗିଗଲା ନିଆଁ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚାଲାଣଗୁଡା ନିକଟରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

{"id":395204,"sizeSlug":"large","linkDestination":"none"}

ସୂଚନାଯୋଗ୍ୟ ଯେ, ମାଲକାନଗିରି ଜିଲ୍ଲାରୁ ଛତିଶଗଡ ସୁକୁମା ଅଭିମୁଖେ ଯାଉଥିବା ଏକ ଜାଇଲୋ ଗାଡିରେ ନିଆଁ ଲାଗିଯାଇଥିଲା । ଗାଡିଟି ହୁତୁ ହୁତୁ ହୋଇ ଜଳୁଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ । ସଙ୍ଗେ ସଙ୍ଗେ ଲୋକମାନେ ଏନେଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ମାଲକାନଗିରି ଆଦର୍ଶ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.