Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁବତୀଙ୍କୁ ଘରୁ ଉଠାଇ ନେଇ ୧୫ ଦିନ ଧରି ଦୁଷ୍କର୍ମ ! ଅଭିଯୁକ୍ତ ଦେଉଥିଲା ହତ୍ୟା ଧମକ, ଫଟୋ ଭାଇରାଲ ନେଇ କରୁଥିଲା ବ୍ଲାକମେଲିଂ…
  • ||
  • ତାତିରୁ ଏବେ ନିସ୍ତାର ନାହିଁ, ଆହୁରି ଛଟପଟ କରିବ ଖରା
  • ||
  • ବାରିପଦା : କୋଭିଡ ନିୟମକୁ ବେଖାତିର, ୫ଟି ଦୋକାନ ସିଲ୍‌
  • ||

ହୁତୁ ହୁତୁ ହୋଇ ଜଳିଗଲା ଗଞ୍ଜେଇ ଭର୍ତ୍ତି ଗାଡି

20/01/2021 at 11:14 AM

ମାଲକାନଗିରି ୨୦।୧: ଗଞ୍ଜେଇ ଗାଡିରେ ଲାଗିଗଲା ନିଆଁ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚାଲାଣଗୁଡା ନିକଟରେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ମାଲକାନଗିରି ଜିଲ୍ଲାରୁ ଛତିଶଗଡ ସୁକୁମା ଅଭିମୁଖେ ଯାଉଥିବା ଏକ ଜାଇଲୋ ଗାଡିରେ ନିଆଁ ଲାଗିଯାଇଥିଲା । ଗାଡିଟି ହୁତୁ ହୁତୁ ହୋଇ ଜଳୁଥିବା ଦେଖିବାକୁ ପାଇଥିଲେ ସ୍ଥାନୀୟ ଲୋକେ । ସଙ୍ଗେ ସଙ୍ଗେ ଲୋକମାନେ ଏନେଇ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ମାଲକାନଗିରି ଆଦର୍ଶ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

   Related Posts