Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୨୬କୁ ବୃଦ୍ଧି
  • ||
  • ଭୁବନେଶ୍ବର : ୪ ଦିନିଆ ରିମାଣ୍ଡରେ ଯିବେ ୨ କଣ୍ଟ୍ରାକ୍ଟ କିଲର, ଏସଡିଜେଏମ୍ କୋର୍ଟ ଦେଲେ ଅନୁମତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୫ ମୃତ
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୫ କରୋନା ସଂକ୍ରମିତ, ୧୦୫୦୭୬୦ରେ ପହଞ୍ଚିଲା ସଂଖ୍ୟା
  • ||
  • ସୁନ୍ଦରଗଡ : ସ୍ୱାମୀ ସାଜିଲା ସୈତାନ୍, କୁରାଢି ଚୋଟରେ ନେଇଗଲା ସ୍ତ୍ରୀର ଜୀବନ
  • ||
  • ୬ ଦିନିଆ ରିମାଣ୍ଡରେ ଆସିବ ଠକ ପ୍ରଜ୍ଞା, ଅନୁମତି ଦେଲେ ଭୁବନେଶ୍ୱର ଏସ୍‌ଡିଜେଏମ୍‌ କୋର୍ଟ
  • ||
  • ଘୋଷଣା ହେଲା ଜ୍ଞାନପୀଠ ପୁରସ୍କାର : ୨୦୨୧ ପାଇଁ ନୀଳମଣି ଫୁକନ, ୨୦୨୨ ପାଇଁ କୌଙ୍କଣୀ ସାହିତ୍ୟିକ ଦାମୋଦେର ମୌଜଙ୍କୁ ସମ୍ମାନ
  • ||

୧୩୦ କେ.ଜି. ଗଞ୍ଜେଇ ଜବତ, ୩ ଗିରଫ

24/09/2020 at 1:34 PM

ମୋହନା ୨୪।୯: ଗଜପତି ଜିଲ୍ଲାରୁ ପୁଣି ଜବତ ହେଲା ବିପୁଳ ପରିମାଣର ଗଞ୍ଜେଇ । ୧୩୦ କେ.ଜି. ଗଞ୍ଜେଇ ଜବତ କରାଯାଇଥିବା ବେଳେ ୩ଜଣକୁ ଗିରଫ କରିଛି ପୋଲିସ ।

ବୁଧବାର ବିଳମ୍ବିତ ରାତିରେ ଆର. ଉଦୟଗିରି ଥାନା ଜମୁସାହି ଗାଁରୁ ଜଣେ ବ୍ୟକ୍ତିଙ୍କୁ ଘରୁ ଏହି ଗଞ୍ଜେଇ ଜବତ କରାଯାଇଛି । ସେହି ଗାଁରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ପୋଲିସ ଚଢାଉ କରିଥିଲା । ଏହି ଗଞ୍ଜେଇ ଚାଲାଣରେ ସଂପୃକ୍ତି ଅଭିଯୋଗରେ ପୋଲିସ ୩ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି । ଏ ନେଇ ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

   Related Posts