Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଘରୁ ମିଳିଲା ୩୧ କ୍ବିଣ୍ଟାଲ ଗଞ୍ଜେଇ, ପ୍ୟାକିଙ୍ଗ୍ ମେସିନ୍ ସହ ଜଣେ ଗିରଫ

1/07/2021 at 4:20 PM

ସାନଖେମୁଣ୍ଡି ୧।୭: ଗଞ୍ଜାମ ଜିଲ୍ଲା ପାଟପୁର ପୋଲିସକୁ ମିଳିଛି ପୁଣି ଏକ ବଡ଼ ସଫଳତା । ସାନଖେମୁଣ୍ଡି ବ୍ଲକ୍ ପାଟପୁର ଥାନା ଅନ୍ତର୍ଗତ ଖପରାଗଣ୍ଡ ଗାଁ ଏକ ଘରୁ ମିଳିଛି କ୍ବିଣ୍ଟାଲ କ୍ବିଣ୍ଟାଲ ଗଞ୍ଜେଇ ।

ସୂଚନାଯୋଗ୍ୟ ଯେ, ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ସାନଖେମୁଣ୍ଡି ବ୍ଲକ୍ ପାଟପୁର ଥାନା ଅନ୍ତର୍ଗତ ଖପରାଗଣ୍ଡ ଗାଁ ଅତର୍କିତ ଚଢାଉ କରିଥିଲା । ଚଢାଉ ବେଳେ ୩୧ କ୍ବିଣ୍ଟାଲ ୫୬ କେଜି ଗଞ୍ଜେଇ ଜବତ କରିଛି ପୋଲିସ । ଗଞ୍ଜେଇ ପ୍ୟାକିଙ୍ଗ କରୁଥିବା ମେସିନ ମଧ୍ୟ ଜବତ ହୋଇଛି । ଏହାସହ ପୋଲିସ ଜଣଙ୍କୁ ଗିରଫ କରିଛି । ଗିରଫ ହୋଇଥିବା ଯୁବକ ଜଣଙ୍କ ହେଲେ ଉକ୍ତ ଗାଁର ସନ୍ତୋଷ ମଲ୍ଲିକ । ତାଙ୍କ ବୟସ ୨୫ ବର୍ଷ ବୋଲି ଏକ ସାମ୍ବାଦିକ ସମ୍ମିଳନୀରେ ଆସିକା ଏସଡିପିଓ ସୂଚନା ଦେଇଛନ୍ତି ।

   Related Posts