Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚାଷୀଙ୍କ ସହ ୧୦ମ ରାଉଣ୍ଡ ଆଲୋଚନା ଶେଷ, ସରକାର କହିଲେ ପ୍ରତ୍ୟାହାର ହେବନି କୃଷି ଆଇନ
  • ||
  • ପୋଖରୀରୁ ମିଳିଲା ମୁଣ୍ଡ ବିହୀନ ମୃତଦେହ, ପୋଲିସ ଆରମ୍ଭ କଲା ଖୋଳତାଡ଼
  • ||
  • ଢ଼େଙ୍କାନାଳ: ବନ ବିଭାଗର ଅତର୍କିତ ଚଢ଼ାଉ, ବିଭିନ୍ନ ବନ୍ୟଜନ୍ତୁଙ୍କ ଜାଲ ଜବତ, ୪ ଶିକାରୀ ଗିରଫ
  • ||
  • ବଲାଙ୍ଗୀର : ଟାଇଲ କାମ ବେଳେ ଅଘଟଣ, ଚାପି ହୋଇ ଜଣେ ଶ୍ରମିକ ମୃତ, ୨ ଗୁରୁତର
  • ||
  • ଢେଙ୍କାନାଳ : ଟ୍ରକ୍ ପଛରେ ଧକ୍କା ହେଲା ବାଇକ୍, ବାପା ମୃତ, ଝିଅ ଗୁରୁତର
  • ||
  • ଅନୁଗୋଳ : ଗଛ ତଳୁ ନବଜାତ ଶିଶୁ ପୁତ୍ର ଉଦ୍ଧାର
  • ||
  • ଭୁବନେଶ୍ବର : ବିଜେଡିରେ ମିଶିଲେ କରଞ୍ଜିଆ ଏନଏସିର ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ
  • ||
  • ସମ୍ବଲପୁର : ସଞ୍ଜୀବ ମିତ୍ତଲ ସମ୍ବଲପୁର ବିଶ୍ୱବିଦ୍ୟାଳୟର ନୂତନ କୁଳପତି
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୫୭ କୋଭିଡ୍ ସଂକ୍ରମିତ, ୩୩୩୭୨୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ପରଲୋକରେ ବରିଷ୍ଠ ଅଭିନେତା ରବି ମିଶ୍ର
  • ||

ପିଚୁ ଟ୍ରକ୍‌ରୁ କୋଟିଏ ଟଙ୍କାରୁ ଅଧିକ ମୂଲ୍ୟର ଗଞ୍ଜେଇ ଜବତ, ମାଫିଆ ସହ ଡ୍ରାଇଭର୍ ଓ ହେଲପର୍ ଫେରାର

6/01/2021 at 12:04 PM

ମୁନିଗୁଡା ୬।୧: କୋଟିଏ ଟଙ୍କାର ଗଞ୍ଜେଇ ଜବତ । ରାୟଗଡା ଜିଲ୍ଲା ମୁନିଗୁଡାରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଏକ ପିଚୁ ଟ୍ରକରୁ ଦୁଇ ଟନ୍ ରୁ ଅଧିକ ଗଞ୍ଜେଇ ଜବତ କରିଛି ଏସଟିଏଫ୍ । ଆନ୍ଧ୍ରପ୍ରଦେଶରୁ କଣ୍ଟାମାଳକୁ ଚାଲାଣ ହେଉଥିବା ବେଳେ ଏହି ଗଞ୍ଜେଇ ଜବତ ହୋଇଛି ।

ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୧ କୋଟି ଟଙ୍କାରୁ ଅଧିକ ହେବବୋଲି କୁହାଯାଉଛୁ । ଘଟଣାସ୍ଥଳରୁ ମାଫିଆଙ୍କ ସହ ଗାଡିର ଡ୍ରାଇଭର ଏବଂ ହେଲପର ଫେରାର ହୋଇଯାଇଛନ୍ତି ।

   Related Posts