Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଚିନ୍ତା ବଢାଇଲାଣି କରୋନାର ୨ୟ ଲହର : ଆଜି PM-CM ଆଲୋଚନା, କୋଭିଡ -19 ର ସ୍ଥିତି ଏବଂ ଟିକା ବିତରଣ ନେଇ ସମୀକ୍ଷା
  • ||
  • ଚିନ୍ତା ଘାରୁଛି କରୋନା ମୃତ୍ୟୁ, ସେପଟେ ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୯୧୩ ସଂକ୍ରମିତ
  • ||
  • ଚାଷୀଙ୍କୁ କେନ୍ଦ୍ର ସରକାରଙ୍କ ସହାୟତା ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟ୍ୱିଟ୍: ଲେଖିଲେ, ଗତ ୬ ବର୍ଷରେ ଓଡ଼ିଶାର ଚାଷୀଙ୍କୁ ୬୦ ହଜାର ୮୩୬ କୋଟି ଟଙ୍କା ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ରାଜ୍ୟର ୬ ବିଶ୍ବବିଦ୍ୟାଳୟରେ ନୂଆ କୁଳପତି ନିଯୁକ୍ତି: ଜାଣନ୍ତୁ କିଏ, କେଉଁଠି
  • ||
  • ନାବାଳିକାକୁ ଦୁଷ୍କର୍ମ ପରେ ବିଷ ଦେଇ ହତ୍ୟା କରିଥିଲା ସଂପର୍କୀୟ କକା: ଏମିତି ଅଭିଯୋଗ ନେଇ ଜିଲ୍ଲାପାଳଙ୍କୁ ଘେରିଲେ ମହିଳା
  • ||
  • ମାଲକାନଗିରି : ଜମିବାଡି ବିବାଦରୁ ହତ୍ୟାକାଣ୍ଡ ! ହତ୍ୟା କରି ଫିଙ୍ଗିଦେଲେ ଘର ଆଗରେ
  • ||
  • ଭୁବନେଶ୍ବର : ଓଟିଭିରୁ ଇସ୍ତଫା ଦେଲେ ନିହାର ରଞ୍ଜନ ଭୂୟାଁ
  • ||

ସେଲୁନରେ ଫାଟିଲା ଗ୍ୟାସ ସିଲିଣ୍ଡର- ୨ ଗୁରୁତର

18/11/2019 at 4:39 PM

ରାଉରକେଲା ୧୮।୧୧ – ପାନପୋଷ ଷ୍ଟେସନ ରୋଡ଼ରେ ଥିବା ଏକ ସେଲୁନ ଦୋକାନରେ gas ସିଲିଣ୍ଡର ଫାଟି ଦୁଇଜଣ ଗୁରୁତର ହୋଇଛନ୍ତି । ଚନ୍ଦନ ଠାକୁର ଓ ଗୋବିନ୍ଦା ଠାକୁର ଗ୍ୟାସ ସିଲିଣ୍ଡର ଫାଟିବା ଯୋଗୁଁ ପୋଡି ହୋଇଯାଇଛନ୍ତି । ଏମାନଙ୍କୁ ପ୍ରଥମେ ରାଉରକେଲା ସରକାରୀ ଡାକ୍ତର ଖାନାରେ ଭର୍ତି କରାଯାଇଥିଲା, ସେଠାରେ ଗୋବିନ୍ଦା ଠାକୁରଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଜୁ ଆଇଜିଏଚକୁ ସ୍ଥାନାନ୍ତରିତ କରାଯାଇଛି ।

କେଉଁ ସ୍ଥିତି ପରିସ୍ଥିତିରେ ଏକ ସେଲୁନ ଦୋକାନରେ ଗ୍ୟାସ. ସିଲିଣ୍ଡସର ରଖାଯାଇଥିଲା ରଘୁନାଥପାଲି ପୋଲିସ ତାହାର ତଦନ୍ତ କରୁଛି ।

   Related Posts