Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୩ କୋଭିଡ୍ ପଜିଟିଭ୍
  • ||
  • ବୋହୂକୁ ପଥରରେ ଛେଚି ଦେଲା ଶାଶୂ, ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ…
  • ||
  • ପ୍ରବଳ ବର୍ଷା ପରେ ଭୂସ୍ଖଳନ: ୧୮ ମୃତ ଓ ଅନେକ ନିଖୋଜ, ମୁଖ୍ୟମନ୍ତ୍ରୀ ଲୋଡିଲେ ସେନା ସହାୟତା
  • ||
  • ଆଜିଠୁ ଓଜେଇଇ କାଉନସେଲିଂ, ପଞ୍ଜୀକରଣ ଓ ଚଏସ ଲକିଂ କରିପାରିବେ ଛାତ୍ରଛାତ୍ରୀ
  • ||
  • ଆଫଗାନିସ୍ତାନ ପ୍ରସଙ୍ଗରେ ନଭେମ୍ୱରରେ ବସିବ ବୈଠକ : ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ ୩ ଦଳ ପ୍ରସ୍ତୁତ, ସଂରକ୍ଷଣ ତାଲିକା ପ୍ରକାଶ ପରେ ଗଦାଗଦା ଅଭିଯୋଗ
  • ||
  • ମନୀଷ ଅନୁରାଗ ମୃତ୍ୟୁ ମାମଲା : ରବିବାର ୩ ଅଭିଯୁକ୍ତଙ୍କ ରିମାଣ୍ଡ ଆବେଦନର ଶୁଣାଣି
  • ||

ଗ୍ୟାସ୍ ସିଲିଣ୍ଡର ରେଗୁଲେଟରରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ପୁରା ପରିବାର

28/05/2021 at 9:57 AM

ପାଟଣା ୨୮।୫: ଗ୍ୟାସ୍ ସିଲଣ୍ଡର ନିଆଁରୁ ଅଳ୍ପକେ ବର୍ତ୍ତିଲେ ପରିବାର ଲୋକେ । ଚା’ ତିଆରି କରିବା ସମୟରେ ହଠାତ ରେଗୁଲେଟରରେ ନିଆଁ ଲାଗିଯାଇଥିଲା । ଏଭଳି ଅଭାବନୀୟ ଘଟଣା ଘଟିଛି ପାଟଣା ଥାନା ମିରିଗିଖୋଜି ଗ୍ରାମରେ ।

ସୂଚନାଯୋଗ୍ୟ ଯେ, ଗ୍ରାମର ମହାରଣା ସାହିର ଦିଲ୍ଲୀପ ମହରଣାଙ୍କ ପତ୍ନୀ ପୁଷ୍ପଲତା ମହାରଣା ଶୁକ୍ରବାର ସକାଳେ ଚା’ ତିଆରି କରୁଥିବା ବେଳେ ହଠାତ ରେଗୁଲେଟରରେ ନିଆଁ ଲାଗିଯାଇଥିଲା । ନିଆଁ ଲାଗିବା ଦେଖି ଦିଲ୍ଲୀପଙ୍କ ପତ୍ନୀ ସିଲିଣ୍ଡରରେ ପାଣି ଢାଳିବାରୁ ନିଆଁ ଲିଭି ଯାଇଥିଲା ।ତେବେ ଉପସ୍ଥିତି ବୁଦ୍ଧି ଯୋଗୁଁ ଏକ ବଡ ଅଘଟଣରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ପୁରା ପରିବାର ।

   Related Posts