Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ଗ୍ୟାସ ସିଲିଣ୍ଡରରୁ ଲାଗିଲା ନିଆଁ: ପୋଡିହୋଇଗଲେ ମହିଳା, ଏସସିବି ସ୍ଥାନାନ୍ତର

10/10/2021 at 1:43 PM

ପାଟଣା ୧୦/୧୦: କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଗ୍ରାମର ହାଟ ତୁଟା ସାହିରେ ଗ୍ୟାସ ସିଲଣ୍ଡରରୁ ନିଆଁ ଲାଗି ଜଣେ ମହିଳା ଗୁରୁତର ହୋଇଛନ୍ତି । ଗୁରୁତର ମହିଳା ହେଲେ ପ୍ରତାପ ବେହେରା ଙ୍କ ପତ୍ନୀ ଶୈଳବାଳା ବେହେରା । ତାଙ୍କୁ ପ୍ରଥମେ କେନ୍ଦୁଝର ଓ ପରେ କଟକ ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି ।

ସୁଚନା ଅନୁସାରେ ଶୈଳବାଳା ଶନିବାର ରାତିରେ ରୋଷେଇ କରୁଥିବା ସମୟରେ ଗ୍ୟାସ ଲିକ ହୋଇ ଶାଢ଼ୀରେ ନିଆଁ ଲାଗିଯାଇଥିଲା । ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ପ୍ରଥମେ କେନ୍ଦୁଝର ମେଡିକାଲରେ ଭର୍ତ୍ତି କରିଥିଲେ । ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଛି।

   Related Posts