Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

କାରଖାନାରେ ଗ୍ୟାସ୍‌ ଲିକ୍ , ୭ ମୃତ୍ୟୁ !

6/02/2020 at 11:40 AM

ଲକ୍ଷ୍ନୌ ୦୬।୦୨: ଗ୍ୟାସ୍‌ ଲିକ୍‌ ହୋଇ ୭ଜଣଙ୍କ ମୃତ୍ୟୁ । ଉତ୍ତରପ୍ରଦେଶ ସୀତାପୁର ଅଞ୍ଚଳରେ ଥିବା ଏକ ଫାକ୍ଟ୍ରିରେ ଏଭିଳ ଅଘଟଣ ଘଟିଛି । ଘଟଣାସ୍ଥଳରେ ପୋଲିସ ଓ ଦମକଳ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଗୁରୁବାର ଦିନ ସୀତାପୁର ଅଞ୍ଚଳରେ ଫ୍ୟାକ୍ଟିରେ କାମ ଚାଲୁଥିବା ବେଳେ ହଠାତ୍ କୌଣସି କାରଣରୁ ବିଷାକ୍ତ ଗ୍ୟାସ୍‌ ଲିକ୍ ହୋଇଥିଲା । ଗ୍ୟାସ୍‌ ଲିକ୍‌ ହେବା ଫଳରେ ଫ୍ୟାକ୍ଟ୍ରିରେ କାମ କରୁଥିବା ଶ୍ରମିକମାନଙ୍କ ମଧ୍ୟରୁ ୭ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ୨ଜଣ ପୁରୁଷ, ୨ଜଣ ମହିଳା ଓ ୩ଜଣ ଶିଶଉ ସାମିଲ ଥିବା ଜଣାପଡିଛି ।

   Related Posts