Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୫୨ ଆକ୍ରାନ୍ତ, କିନ୍ତୁ ସଂକ୍ରମଣ ବୃଦ୍ଧିରେ ଲାଗୁନି ରୋକ୍‌
  • ||
  • କମ୍ବିଂ ବେଳେ ଏସ୍‌ଓଜି ଯବାନ-ମାଓବାଦୀ ମୁହାଁମୁହିଁ, ଗୁଳି ବିନିମୟରେ ମାଓବାଦୀ ମୃତ !
  • ||
  • ସାଲେପୁର : ଡାକ ଘରେ ଚାଲିଥିଲା ଭୋଜି ଭାତର ଆୟୋଜନ, ୩ ହଜାର ଟଙ୍କା ତଣ୍ଡ ଗଣିଲେ କର୍ମଚାରୀ
  • ||
  • ନୀଳଗିରି : ପୋଖରୀରେ ଗାଧୋଇବା ବେଳେ ଖସିଗଲା ଗୋଡ, ଚାଲିଗଲା ନାବାଳିକାଙ୍କ ଜୀବନ
  • ||
  • ସାନଖେମୁଣ୍ଡି : ବେଆଇନ ମଦ ବିକ୍ରିକୁ ନେଇ ଜନ ଅସନ୍ତୋଷ, ଥାନା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ
  • ||
  • କର୍ଲାମୁଣ୍ଡା : ୨ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରାପଡିଲେ ରାଜସ୍ବ ନିରୀକ୍ଷକ
  • ||
  • ଆନନ୍ଦପୁର : ଯୁକ୍ତ ୨ ପରୀକ୍ଷା ବାତିଲ ଦାବିରେ ୨ଟି ମହାବିଦ୍ୟାଳୟ ଛାତ୍ରଙ୍କ ରାସ୍ତାରୋକ
  • ||
  • ଭୁବନେଶ୍ବର : ଦୈନିକ ଲକ୍ଷେ ଟେଷ୍ଟ କରନ୍ତୁ ରାଜ୍ୟ ସରକାର – ବିଜୟ ମହାପାତ୍ର
  • ||
  • ଭୁବନେଶ୍ବର : ଓଡିଶାର ଚିହ୍ନଟ ହୋଇନି କରୋନାର ଟ୍ରିପଲ ମ୍ୟୁଣ୍ଟାଣ୍ଟ – ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ନିର୍ଦ୍ଦେଶକ
  • ||
  • ଖୋର୍ଦ୍ଧା : ଅନଲାଇନ୍‌ରେ ପରୀକ୍ଷା ଅଥବା ବାତିଲ୍ ଦାବିରେ ଯୁକ୍ତ ୨ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
  • ||

ଗ୍ୟାସ୍ ଟ୍ୟାଙ୍କର ଓଲଟିବାକୁ ବିତିଲାଣି ୧୫ଘଣ୍ଟା : ଏବେ ଯାଏଁ ଉଠିନି ରାସ୍ତାରୁ, ଅଟକି ରହିଛି ଶହ ଶହ ଗାଡି

2/03/2021 at 9:59 AM

ଖଲ୍ଲିକୋଟ ୨।୩: ଗଞ୍ଜାମ ଥାନା ଅନ୍ତର୍ଗତ ସୂର୍ଯ୍ୟନାରାୟଣପୁର ୧୬ନମ୍ବର ଜାତୀୟ ରାଜପଥ ଉପରେ ଓଲଟିଛି ଗ୍ୟାସ୍ ଟ୍ୟାଙ୍କର । ମଙ୍ଗଳବାର ଅପରାହ୍ନ ୫ଟାରେ ଏକ ଗ୍ୟାସ୍ ଟ୍ୟାଙ୍କର ଓଲଟି ପଡିଥିଲା । ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଥିଲା । ଟ୍ୟାଙ୍କରଟି ପାରାଦୀପରୁ ୧୮ ଟନ୍ ଏମୋନିଆ ଗ୍ୟାସ୍ ନେଇ ବିଶାଖାପାଟଣା ଅଭିମୁଖେ ଯାଉଥିବା ବେଳେ ଏକ ଟ୍ରକକୁ ଓଭରଟେକ୍ କରୁଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା।  

ତେବେ ଏହି ଘଟଣାକୁ ୧୫ ଘଣ୍ଟା ବିତିଯାଇଥିଲେ ସୁଦ୍ଧା ଏପର୍ଯ୍ୟନ୍ତ ରାସ୍ତା ଉପରୁ ହଟାଯାଇପାରିନି । ପାରାଦୀପରୁ ୪ ଜଣିଆ ଯାଞ୍ଚ ଟିମ୍ ଆସି ଯାଞ୍ଚ କାର୍ଯ୍ୟ ଚଳାଇଛନ୍ତି ।  ଯାଞ୍ଚ ପ୍ରକ୍ରିୟା ସରିବା ପରେ ୫ଟି କ୍ରେନ୍ ସାହାଯ୍ୟରେ ଓଲଟି ପଡିଥିବା ଟ୍ୟାଙ୍କରକୁ ଉଠାଯିବ ।  ଅନ୍ୟପଟେ ମଙ୍ଗଳବାର ସନ୍ଧ୍ୟା ସମୟରୁ ହିଁ ଜାତୀୟ ରାଜପଥରେ ଶହ ଶହ ଯାନବାହନ ଅଟକି ରହିଥିବା ବେଳେ ଉଦ୍ଧାରକାର୍ଯ୍ୟ ବିଳମ୍ବ ଯୋଗୁଁ ଜନ ଅସନ୍ତୋଷ ଦେଖାଯାଇଛି ।

   Related Posts