Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଶିକ୍ଷକ ଅଭାବକୁ ନେଇ ପ୍ରତିବାଦ, ସ୍କୁଲ ଗେଟ୍‌ରେ ତାଲା ପକାଇଲେ ଛାତ୍ରଛାତ୍ରୀ

8/11/2021 at 12:25 PM

ଯାଜପୁରରୋଡ଼ ୦୮।୧୧ : ଆନ୍ଦୋଳନକୁ ଓହ୍ଲାଇଲେ ଛାତ୍ରଛାତ୍ରୀ । ସ୍କୁଲ ଗେଟ୍‌ରେ ତାଲା ପକାଇ କଲେ ପ୍ରତିବାଦ । ଶିକ୍ଷକ ଅଭାବ ପ୍ରତିବାଦରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ।

ଖବର ଅନୁଯାୟୀ, ଯାଜପୁର ଜିଲ୍ଲା ବିଞ୍ଝାରପୁର ବ୍ଲକ ବ୍ରଜସୁନ୍ଦର ହାଇସ୍କୁଲରେ ଗତ କିଛି ଦିନ ହେଲା ଶିକ୍ଷକ ଅଭାବ ରହିଆସିଛି । ବାରମ୍ବାର ଅଭିଯୋଗ ପରେ ବି କୌଣସି ପଦକ୍ଷେପ ନିଆଯାଇନଥିଲା । ଶେଷରେ ଆଜି ଛାତ୍ରଛାତ୍ରୀମାନେ ସ୍କୁଲ ଗେଟ୍‌ରେ ତାଲା ପକାଇ ପ୍ରତିବାଦ ଜଣାଇଛନ୍ତି । ଶିକ୍ଷକ ଅଭାବ ପ୍ରତିବାଦରେ ଆନ୍ଦୋଳନ କରୁଛନ୍ତି ଛାତ୍ରଛାତ୍ରୀ । ଦାବି ପୂରଣ ନହେବା ଯାଏଁ ଆନ୍ଦୋଳନ ଜାରି ରହିବ ବୋଲି ଛାତ୍ରଛାତ୍ରୀଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

   Related Posts