Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକଣା କଡାକଡି କଲା ହଙ୍ଗକଙ୍ଗ, ବାହାର ଦେଶର ନାଗରିକଙ୍କ ପ୍ରବେଶ ଉପରେ ରୋକ୍
  • ||
  • ଟଳିଗଲା ମୃତ୍ୟୁ, ଅଳ୍ପକେ ମରଣ ମୁହଁରୁ ବର୍ତ୍ତିଲେ କଲେଜ ଛାତ୍ରୀ ଓ ସ୍କୁଟି ଚାଳକ : ସିସିଟିଭିରେ ଛାତିଥରା ଦୃଶ୍ୟ
  • ||
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୧କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୨୮ କରୋନା ସଂକ୍ରମିତ, ୧୦୪୯୧୦୮ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୬ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୦ ମୃତ
  • ||
  • ହଠାତ ହେଲା ବରଫ ଝଡ, ପବ୍‌ରେ ଫସିଗଲେ ୬୧ ଗ୍ରାହକ : ୩ ଦିନ ପରେ ଉଦ୍ଧାର
  • ||
  • ମା’ ସୁରେଶ୍ୱରୀ ମନ୍ଦିରରୁ ଚୋରି, ନେଇଗଲେ ଦେବୀଙ୍କ ରୁପା ମୁକୁଟ
  • ||
  • ବୁଧବାରଠୁ କମ୍ପିବ ବିଧାନସଭା, ଅଧିବେଶନ ପୂର୍ବରୁ ରଣନୀତି ପ୍ରସ୍ତୁତ କରିବେ ଶାସକ ଓ ବିରୋଧି
  • ||
  • ଆସୁଛି ବାତ୍ୟା ‘ଜଓ୍ୱାଦ’, ୪ ତାରିଖରେ କରିବ ଲ୍ୟାଣ୍ଡଫଲ
  • ||
  • ଜଗତସିଂହପୁରରେ ‘ସାଗର କବଚ ଓଡି-୨୧’, ସମରାଭ୍ୟାସରେ ସାମିଲ ଭାରତୀୟ ତଟରକ୍ଷୀ ବାହିନୀ ଓ ମେରାଇନ୍ ପୋଲିସ
  • ||

ଗୟଳ ଛକରେ ଦୁର୍ଘଟଣା : ବିଲକୁ ଓଲଟିଲା ବସ୍, ୧୫ ଆହତ

28/10/2021 at 9:24 AM

କୋଣାର୍କ, ୨୮/୧୦: କୋଣାର୍କ-କାକଟପୁର ମୁଖ୍ୟ ରାସ୍ତାର ଗୟଳ ଛକ ନିକଟରେ ବୁଧବାର ସନ୍ଧ୍ୟା ୬ଟାରେ ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ ହରାଇ ରାସ୍ତା ପାଶ୍ୱର୍ ବିଲକୁ ଓଲଟି ପଡ଼ିଥିଲା । ଏଥିରେ ଥିବା ୧୫ଯାତ୍ରୀ ଆହତ ହୋଇଥିବାବେଳେ ୫ଗୁରୁତର ହୋଇଥିଲେ । ସମସ୍ତଙ୍କୁ ଗୋପ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ସ୍ଥାନାନ୍ତର କରାଯାଇଥିବାବେଳେ ସେଠାରୁ ଚିକିତ୍ସିତ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି ।

ସୂଚନା ମୁତାବିକ,କାକଟପୁରରୁ ୩୫ଜଣ ଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା (ଓଆର୧୩ଏ-୪୩୦୫) ଷୋଳପୁଅ ମା’ ବସ୍‌ ବାଲିଦୋକାନ ଗୟଳ ଛକ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାଶ୍ୱର୍ର ଥିବା ଧାନ ବିଲକୁ ଓଲଟି ପଡ଼ିଥିଲା । ଖବର ପାଇ କୋଣାର୍କ ଥାନା ଅଧିକାରୀ ରଞ୍ଜନ କୁମାର ମଲ୍ଲିକ ସଦଳବଳେ ଘଟଣାସ୍ଥଳରେ ପହଞ୍ଚି ଚମ୍ପାହର ଅଗ୍ନିଶମ ବିଭାଗ ସହାୟତାରେ ଆହତ ଓ ଗୁରୁତର ଆହତଙ୍କୁ ଉଦ୍ଧାର କରିଥିଲେ । କୋଣାର୍କ ପୁଲିସ ଦୁର୍ଘଟଣା ଗ୍ରସ୍ତ ବସ୍‌କୁ ଜବତ କରିଛି ।

   Related Posts