Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପି ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା : ଇସ୍ତଫା ଦେଲେ ଆରପିଏନ୍ ସିଂହ, ବିଜେପିରେ ହେବେ ସାମିଲ୍
  • ||
  • ଫୁଟବଲ ମ୍ୟାଚ୍ ଦେଖିବା ପାଇଁ ଦଳାଚକଟା : ୬ ମୃତ, ୫୦ରୁ ଅଧିକ ଗୁରୁତର
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ବ୍ଲକ୍ ସେକ୍ସନ୍ ଅଫିସର୍, ଏକକାଳୀନ ୩ଟି ସ୍ଥାନରେ ଚଢାଉ
  • ||
  • ନିର୍ବାଚନ ପ୍ରଚାର ବେଳେ ଉତ୍ତେଜନା : କୋଭିଡ୍ କଟକଣା ଭାଙ୍ଗି କରୁଥିଲେ ସଭା, ୨ ଗୋଷ୍ଠୀ ମୁହାଁମୁହିଁ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୩୨କୁ ବୃଦ୍ଧି
  • ||
  • ରାଜ୍ୟରେ ଖସିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୮୯୧ କୋଭିଡ୍ ପଜିଟିଭ୍, ୧୨୧୭୮୪୨ରେ ପହଞ୍ଚିଲା ସଂଖ୍ୟା
  • ||
  • ମଙ୍ଗଳବାରଠୁ ଓଡିଶା ଓପନ୍ ବ୍ୟାଡମିଣ୍ଟନ୍, ଭାଗନେବେ ୧୭ ଦେଶର ୩୫୦ ପ୍ରତିଯୋଗୀ
  • ||
  • ସମାଧାନ ପାଇଁ ଯାଇଥିଲେ ମହିଳା ଏସଆଇ, ୨ ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ
  • ||
  • ଇନ୍ଦୋରରେ ଓମିକ୍ରନ୍ ଭାରିଆଣ୍ଟର ନୂଆ ଷ୍ଟ୍ରେନ୍, ୬ ଶିଶୁଙ୍କ ସମେତ ୧୨ ରୋଗୀ ସଂକ୍ରମିତ
  • ||
  • କରଞ୍ଜିଆ ରେଞ୍ଜରେ ଗୋଠଛଡା ଦନ୍ତା ଆତଙ୍କ : ଭାଙ୍ଗିଲା ଘର, ନଷ୍ଟ କଲା ଫସଲ
  • ||

ମଜବୁତ ହେଉଛି ଦେଶର ଅର୍ଥ ବ୍ୟବସ୍ଥା, ଦ୍ବିତୀୟ ତ୍ରୈମାସିକରେ ୩୫.୮୩ ଲକ୍ଷ କୋଟି ଟଙ୍କା ରହିଛି ଜିଡିପି

30/11/2021 at 5:59 PM

ନୂଆଦିଲ୍ଲୀ ୩୦/୧୧ : କରୋନା ମହାମାରୀରେ ସମ୍ପୂର୍ଣ୍ଣ ଭାବେ ଭୁଶୁଡି ପଡିଥିବା ଦେଶର ଅର୍ଥ ବ୍ୟବସ୍ଥାରେ ଦୃତ ସୁଧାର ଆସୁଛି । ଜୁଲାଇରୁ ସେପ୍ଟେମ୍ବର ​‌ତ୍ରୈମାସିକରେ ମଧ୍ୟ ଜିଡିପି ବୃଦ୍ଧିପାଇଛି । ପ୍ରଥମ ତ୍ରୈମାସିକରେ ଜିଡିପି ୨୦.୧ ପ୍ରତିଶତ ରହିଥିବା ବେଳେ ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକରେ ଜିଡିପି ୮.୪ ପ୍ରତିଶତ ରହିଛି ।

୨୦୨୦-୨୧ ଆର୍ଥିକ ବର୍ଷ କଥା କହିବାକୁ ଗଲେ ଦ୍ବିତୀୟ ତ୍ରୈମାସିକରେ ଦେଶର ଜିଡିପି ରହିଥିଲା ୭.୫ ପ୍ରତିଶତ । କେନ୍ଦ୍ର ପରିସଂଖ୍ୟାନ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନା ଅନୁସାରେ, ୨୦୨୧-୨୨ର ଦ୍ବିତୀୟ ତ୍ରୈମାସିକ ଅର୍ଥାତ ଜୁଲାଇ-ସେପ୍ଟେମ୍ବରରେ ଦେଶର ଜିଡିପି ୩୫.୮୩ ଲକ୍ଷ କୋଟି ଟଙ୍କାରେ ପହଞ୍ଚିଯାଇଛି । ଯାହାକି ଗତ ବର୍ଷ ତୁଳନାରେ ଅଧିକ ରହିଛି । ଗତବର୍ଷ ଜୁଲାଇ-ସେପ୍ଟେମ୍ବର ତ୍ରୈମାସିକରେ ଜିଡିପି ୩୨.୯୭ ଲକ୍ଷ କୋଟି ଟଙ୍କା ରହିଥିଲା ।

   Related Posts