ପ୍ରେମିକର ପ୍ରତାରଣା ସହିନପାରି ପ୍ରେମିକାର ଆତ୍ମହତ୍ୟା ଉଦ୍ୟମ

Published By : Prameya-News7 Bureau | October 15, 2018 IST

ଭଦ୍ରକ ୧୫/୧୦ : ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ନୂଆଗାଁରେ ଘଟିଛି ଅଘଟଣ | ଜଣେ ପ୍ରେମିକା ଆତ୍ମହତ୍ୟା ଉଦ୍ୟମ କରିଥିବା ଜଣାପଡିଛି | ପ୍ରେମିକର ପ୍ରତାରଣା ସହିନପାରି ପ୍ରେମିକା ଜଣକ ଆତ୍ମହତ୍ୟା ଉଦ୍ୟମ କରିଥିବା ସୂଚନା ମିଳିଛି | ଗୁରୁତର ଯୁବତୀଙ୍କୁ ବାସୁଦେବପୁର ହସ୍ପିଟାଲରେ ଭର୍ତ୍ତି କରାଯାଇଛି |

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.